Hosea 14:1 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲ, ତୁମ୍ଭର ପତନ ହେଲା ଏବଂ ତୁମ୍ଭେ ପରମେଶ୍ବରଙ୍କ ବିରୁଦ୍ଧ ରେ ପାପ କଲ। ତେଣୁ ତୁମ୍ଭର ପ୍ରିଯ ସଦାପ୍ରଭୁ ପରମେଶ୍ବରଙ୍କ ନିକଟକୁ ଫରେିଆସ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ନିକଟକୁ ଫେରି ଆସ; କାରଣ ତୁମ୍ଭେ ଆପଣା ଅଧର୍ମରେ ପତିତ ହୋଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ନିକଟକୁ ପ୍ରତ୍ୟାବର୍ତ୍ତନ ଇସ୍ରାଏଲ, ତୁମ୍ଭର ପତନ ହେଲା ଏବଂ ତୁମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କଲ। ତେଣୁ ତୁମ୍ଭର ପ୍ରିୟ ସଦାପ୍ରଭୁ ପରମେଶ୍ୱରଙ୍କ ନିକଟକୁ ଫେରି ଆସ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ତୁମ୍ଭେ ଆପଣା ଅଧର୍ମରେ ପତିତ ହୋଇଅଛ।
Odia IRV 2017 (ଓଡିଆ ବାଇବେଲ)
ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ତୁମ୍ଭେ ଆପଣା ଅଧର୍ମରେ ପତିତ ହୋଇଅଛ।