Hosea 14:2 — Compare Translations
5 translations compared side by side
Odia - 1840
"କ'ଣ କହିବ ସେ ବିଷଯ ରେ ଚିନ୍ତା କର ଏବଂ ସଦାପ୍ରଭୁଙ୍କ ପାଖକୁ ଫରେିଆସ। ତାଙ୍କୁ କୁହ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ବାକ୍ୟ ସଙ୍ଗରେ ଘେନି ସଦାପ୍ରଭୁଙ୍କ ନିକଟକୁ ଫେରି ଆସ; ତାହାଙ୍କୁ କୁହ, ଅଧର୍ମସକଳ ହରଣ କର ଓ ଯାହା ଉତ୍ତମ, ତାହା ଗ୍ରହଣ କର; ତହିଁରେ ଆମ୍ଭେମାନେ ଆପଣା ଆପଣା ଓଷ୍ଠାଧରର ଉପହାର ବୃଷ ରୂପରେ ଉତ୍ସର୍ଗ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
କ’ଣ କହିବ ସେ ବିଷୟରେ ଚିନ୍ତା କର ଏବଂ ସଦାପ୍ରଭୁଙ୍କ ପାଖକୁ ଫେରି ଆସ। ତାଙ୍କୁ କୁହ, “ଆମ୍ଭର ପାପକୁ ନେଇଯାଅ। ଆମ୍ଭେ କରିଥିବା ଉତ୍ତମ କର୍ମକୁ ଗ୍ରହଣ କର। ଆମ୍ଭେ ଆମ୍ଭର ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରୁଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ବାକ୍ୟ ସଙ୍ଗରେ ଘେନି ସଦାପ୍ରଭୁଙ୍କ ନିକଟକୁ ଫେରି ଆସ; ତାହାଙ୍କୁ କୁହ, “ଅଧର୍ମସକଳ କ୍ଷମା କର ଓ ଯାହା ଉତ୍ତମ, ତାହା ଗ୍ରହଣ କର; ତହିଁରେ ଆମ୍ଭେମାନେ ଆପଣା ଆପଣା ଓଷ୍ଠାଧରର ଉପହାର ବୃଷ ରୂପରେ ଉତ୍ସର୍ଗ କରିବା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ବାକ୍ୟ ସଙ୍ଗରେ ଘେନି ସଦାପ୍ରଭୁଙ୍କ ନିକଟକୁ ଫେରି ଆସ; ତାହାଙ୍କୁ କୁହ, ଅଧର୍ମସକଳ କ୍ଷମା କର ଓ ଯାହା ଉତ୍ତମ, ତାହା ଗ୍ରହଣ କର; ତହିଁରେ ଆମ୍ଭେମାନେ ଆପଣା ଆପଣା ଓଷ୍ଠାଧରର ଉପହାର ବୃଷ ରୂପରେ ଉତ୍ସର୍ଗ କରିବା।