Hosea 14:3 — Compare Translations
5 translations compared side by side
Odia - 1840
"ଅଶୂର ଆମ୍ଭକୁ ରକ୍ଷା କରିବ ନାହିଁ। ଆମ୍ଭମାନେେ ୟୁଦ୍ଧ ଅଶ୍ବ ରେ ଆରୋହଣ କରିବୁ ନାହିଁ। ଆମ୍ଭର ହସ୍ତ ନିର୍ମିତ ମୂର୍ତ୍ତିଗୁଡିକୁ 'ଆମ୍ଭର ପରମେଶ୍ବର' ବୋଲି ଆମ୍ଭେ ପୁଣି କହିବୁ ନାହିଁ। କାରଣ ତୁମ୍ଭେ ହେଉଛ ସହେି ପରମେଶ୍ବର ୟିଏକି ଅନାଥକୁ ଦୟା ଦଖାେଅ ଏବଂ ଆମ୍ଭମାନଙ୍କୁ ଦୟା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଶୂର ଆମ୍ଭମାନଙ୍କର ପରିତ୍ରାଣ କରିବ ନାହିଁ; ଆମ୍ଭେମାନେ ଅଶ୍ଵାରୋହଣ କରିବା ନାହିଁ; କିଅବା ତୁମ୍ଭେମାନେ ଆମ୍ଭମାନଙ୍କର ଦେବଗଣ ବୋଲି ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ଆଉ କହିବା ନାହିଁ; କାରଣ ପିତୃହୀନ ତୁମ୍ଭ ନିକଟରେ ଦୟାପ୍ରାପ୍ତ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଅଶୂର ଆମ୍ଭକୁ ରକ୍ଷା କରିବ ନାହିଁ। ଆମ୍ଭେମାନେ ଯୁଦ୍ଧ ଅଶ୍ୱରେ ଆରୋହଣ କରିବୁ ନାହିଁ। ଆମ୍ଭର ହସ୍ତ ନିର୍ମିତ ମୂର୍ତ୍ତିଗୁଡ଼ିକୁ ‘ଆମ୍ଭର ପରମେଶ୍ୱର’ ବୋଲି ଆମ୍ଭେ ପୁଣି କହିବୁ ନାହିଁ। କାରଣ ତୁମ୍ଭେ ହେଉଛ ସେହି ପରମେଶ୍ୱର ଯିଏ କି ଅନାଥକୁ ଦୟା ଦେଖାଅ ଏବଂ ଆମ୍ଭମାନଙ୍କୁ ଦୟା କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଶୂର ଆମ୍ଭମାନଙ୍କର ପରିତ୍ରାଣ କରିବ ନାହିଁ; ଆମ୍ଭେମାନେ ଅଶ୍ୱାରୋହଣ କରିବା ନାହିଁ; କିଅବା ‘ତୁମ୍ଭେମାନେ ଆମ୍ଭମାନଙ୍କର ଦେବଗଣ’ ବୋଲି ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ଆଉ କହିବା ନାହିଁ; କାରଣ ପିତୃହୀନ ତୁମ୍ଭ ନିକଟରେ ଦୟାପ୍ରାପ୍ତ ହୁଏ।”
Odia IRV 2017 (ଓଡିଆ ବାଇବେଲ)
ଅଶୂର ଆମ୍ଭମାନଙ୍କର ପରିତ୍ରାଣ କରିବ ନାହିଁ; ଆମ୍ଭେମାନେ ଅଶ୍ୱାରୋହଣ କରିବା ନାହିଁ; କିଅବା ତୁମ୍ଭେମାନେ ଆମ୍ଭମାନଙ୍କର ଦେବଗଣ ବୋଲି ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ଆଉ କହିବା ନାହିଁ; କାରଣ ପିତୃହୀନ ତୁମ୍ଭ ନିକଟରେ ଦୟା ପ୍ରାପ୍ତ ହୁଏ।