Hosea 14:4 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହନ୍ତି, ଆମ୍ଭେ ସମାନଙ୍କେୁ ପୁରାତନ ମାର୍ଗରୁ ସୁସ୍ଥ କରିବା। ଆମ୍ଭେ ସମାନଙ୍କେୁ ସ୍ବାଧୀନ ଭାବରେ ଭଲ ପାଇବା, କାରଣ ଆମ୍ଭେ ଆମ୍ଭର କୋର୍ଧଭାବ ତ୍ଯାଗ କରିଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା, ଆମ୍ଭେ ସ୍ଵଚ୍ଛନ୍ଦରେ ସେମାନଙ୍କୁ ପ୍ରେମ କରିବା; କାରଣ ଆମ୍ଭ କ୍ରୋଧ ତାହାଠାରୁ ନିବୃତ୍ତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଇସ୍ରାଏଲକୁ କ୍ଷମା ଦେବେ ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପୁରାତନ ମାର୍ଗରୁ ସୁସ୍ଥ କରିବା। ଆମ୍ଭେ ସେମାନଙ୍କୁ ସ୍ୱାଧୀନ ଭାବରେ ଭଲ ପାଇବା, କାରଣ ଆମ୍ଭେ ଆମ୍ଭର କ୍ରୋଧଭାବ ତ୍ୟାଗ କରିଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା, ଆମ୍ଭେ ସ୍ୱଚ୍ଛନ୍ଦରେ ସେମାନଙ୍କୁ ପ୍ରେମ କରିବା; କାରଣ ଆମ୍ଭ କ୍ରୋଧ ତାହାଠାରୁ ନିବୃତ୍ତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା, ଆମ୍ଭେ ସ୍ୱଚ୍ଛନ୍ଦରେ ସେମାନଙ୍କୁ ପ୍ରେମ କରିବା; କାରଣ ଆମ୍ଭ କ୍ରୋଧ ତାହାଠାରୁ ନିବୃତ୍ତ ହୋଇଅଛି।