Hosea 14:5 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲ ପାଇଁ ଆମ୍ଭେ କୁହୁଡି ପରି ହବୋ। ଇଶ୍ରାୟେଲ କଇଁଫୁଲ ପରି ଫୁଟିବ। ସେ ଲିବାନୋନର ଦବଦୋରୁ ଗଛପରି ବଢିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଇସ୍ରାଏଲ ପକ୍ଷରେ କାକର ତୁଲ୍ୟ ହେବା; ସେ ଶୋଶନ୍ ପୁଷ୍ପ ତୁଲ୍ୟ ଫୁଟିବ ଓ ଲିବାନୋନ୍ର ତୁଲ୍ୟ ମୂଳ ବାନ୍ଧିବ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ପାଇଁ ଆମ୍ଭେ କୁହୁଡ଼ି ପରି ହେବା। ଇସ୍ରାଏଲ କଇଁଫୁଲ ପରି ଫୁଟିବ। ସେ ଲିବାନୋ‌ନ୍‌ର ଦେବଦାରୁ ଗଛପରି ବଢ଼ିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଇସ୍ରାଏଲ ପକ୍ଷରେ କାକର ତୁଲ୍ୟ ହେବା; ସେ କଇଁଫୁଲ ତୁଲ୍ୟ ଫୁଟିବ ଓ ଲିବାନୋନର ତୁଲ୍ୟ ମୂଳ ବାନ୍ଧିବ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଇସ୍ରାଏଲ ପକ୍ଷରେ କାକର ତୁଲ୍ୟ ହେବା; ସେ କଇଁଫୁଲ ତୁଲ୍ୟ ଫୁଟିବ ଓ ଲିବାନୋନର ତୁଲ୍ୟ ମୂଳ ବାନ୍ଧିବ।