Hosea 14:6 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲ ଶାଖାଗୁଡିକ ବଢିବେ ଓ ସେ ଗୋଟିଏ ସୁନ୍ଦର ଅଲିଭ୍ ଗଛ ଭଳି ହବେ। ଲିବାନୋନର ଦବଦୋରୁ ଗଛଗୁଡିକ ସୁବାସ ବିତରଣ କଲାପରି ସେ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ଶାଖାସବୁ ବିସ୍ତାରିତ ହେବ ଓ ତାହାର ଶୋଭା ଜୀତବୃକ୍ଷ ତୁଲ୍ୟ ଓ ତାହାର ସୁବାସ ଲିବାନୋନ୍ ପରି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ଶାଖାଗୁଡ଼ିକ ବଢ଼ିବେ ଓ ସେ ଗୋଟିଏ ସୁନ୍ଦର ଅଲିଭ୍ ଗଛ ଭଳି ହେବ। ଲିବାନୋନ୍ର ଦେବଦାରୁ ଗଛଗୁଡ଼ିକ ସୁବାସ ବିତରଣ କଲାପରି ସେ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଶାଖାସବୁ ବିସ୍ତାରିତ ହେବ ଓ ତାହାର ଶୋଭା ଜୀତବୃକ୍ଷ ତୁଲ୍ୟ ଓ ତାହାର ସୁବାସ ଲିବାନୋନ ପରି ହେବ।
Odia IRV 2017 (ଓଡିଆ ବାଇବେଲ)
ତାହାର ଶାଖାସବୁ ବିସ୍ତାରିତ ହେବ ଓ ତାହାର ଶୋଭା ଜୀତବୃକ୍ଷ ତୁଲ୍ୟ ଓ ତାହାର ସୁବାସ ଲିବାନୋନ ପରି ହେବ।