Hosea 14:8 — Compare Translations
5 translations compared side by side
Odia - 1840
"ଇଫ୍ରଯିମ କହିବ, ପ୍ରତିମାଗୁଡିକରେ ମାରେ କିଛି କରିବାର ନାହିଁ। ଆମ୍ଭେ ଉତ୍ତର ଦବୋ, ଆମ୍ଭେ ସହେି ପ୍ରଭୁ ତୁମ୍ଭର ପ୍ରାର୍ଥନା ଶୁଣୁ ଓ ତୁମ୍ଭମାନଙ୍କ ଉପ ରେ ଦୃଷ୍ଟି ରଖୁ। ଆମ୍ଭେ ଗୋଟିଏ ଦବଦୋରୁ ଗଛପରି ଚିର ସବୁଜ। ତୁମ୍ଭର ଫଳ ଆମ୍ଭଠାରୁ ଆ ସେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇଫ୍ରୟିମ କହିବ, ପ୍ରତିମାଗଣରେ ମୋର ଆଉ କି କାର୍ଯ୍ୟ? ଆମ୍ଭେ ଉତ୍ତର ଦେଇଅଛୁ ଓ ତାହା ବିଷୟରେ ମନୋଯୋଗ କରିବା; ଆମ୍ଭେ ସତେଜ ଦେବଦାରୁ ବୃକ୍ଷ ତୁଲ୍ୟ; ଆମ୍ଭଠାରୁ ତୁମ୍ଭର ଫଳପ୍ରାପ୍ତି ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତିମା ବିଷୟରେ ଇସ୍ରାଏଲକୁ ସଦାପ୍ରଭୁଙ୍କର ସତର୍କବାଣୀ “ଇଫ୍ରୟିମ କହିବ, ପ୍ରତିମାଗୁଡ଼ିକରେ ମୋର କିଛି କରିବାର ନାହିଁ। ଆମ୍ଭେ ଉତ୍ତର ଦେବା, ଆମ୍ଭେ ସେହି ପ୍ରଭୁ ତୁମ୍ଭର ପ୍ରାର୍ଥନା ଶୁଣୁ ଓ ତୁମ୍ଭମାନଙ୍କ ଉପରେ ଦୃଷ୍ଟି ରଖୁ। ଆମ୍ଭେ ଗୋଟିଏ ଦେବଦାରୁ ଗଛପରି ଚିର ସବୁଜ। ତୁମ୍ଭର ଫଳ ଆମ୍ଭଠାରୁ ଆସେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇଫ୍ରୟିମ କହିବ, “ପ୍ରତିମାଗଣରେ ମୋର ଆଉ କି କାର୍ଯ୍ୟ?” ଆମ୍ଭେ ଉତ୍ତର ଦେଇଅଛୁ ଓ ତାହା ବିଷୟରେ ମନୋଯୋଗ କରିବା; ଆମ୍ଭେ ସତେଜ ଦେବଦାରୁ ବୃକ୍ଷ ତୁଲ୍ୟ; ଆମ୍ଭଠାରୁ ତୁମ୍ଭର ଫଳପ୍ରାପ୍ତି ହୁଏ।
Odia IRV 2017 (ଓଡିଆ ବାଇବେଲ)
ଇଫ୍ରୟିମ କହିବ, ପ୍ରତିମାଗଣରେ ମୋର ଆଉ କି କାର୍ଯ୍ୟ? ଆମ୍ଭେ ଉତ୍ତର ଦେଇଅଛୁ ଓ ତାହା ବିଷୟରେ ମନୋଯୋଗ କରିବା; ଆମ୍ଭେ ସତେଜ ଦେବଦାରୁ ବୃକ୍ଷ ତୁଲ୍ୟ; ଆମ୍ଭଠାରୁ ତୁମ୍ଭର ଫଳପ୍ରାପ୍ତି ହୁଏ।