Hosea 14:9 — Compare Translations
5 translations compared side by side
Odia - 1840
"ଜଣେ ଜ୍ଞାନୀ ବ୍ଯକ୍ତି ଏହି ଜିନିଷଗୁଡିକୁ ବୁଝେ। ଜଣେ କର୍ମଠ ବ୍ଯକ୍ତି ଏହିସବୁ ଜିନିଷଗୁଡିକୁ ଶିକ୍ଷା କରିବା ଉଚିତ। ସଦାପ୍ରଭୁଙ୍କ ମାର୍ଗ ସର୍ବଦା ଠିକ୍। ଉତ୍ତମଲୋକ ସହେି ମାର୍ଗ ଦ୍ବାରା ବଞ୍ଚିବେ ଓ ପାପୀମାନେ ତା' ଦ୍ବାରା ମୃତ୍ଯୁବରଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜ୍ଞାନବାନ କିଏ? ସେ ଏହିସବୁ ବିଷୟ ବୁଝିବ । ବୁଦ୍ଧିମାନ କିଏ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଶେଷ ଉପଦେଶ ଜଣେ ଜ୍ଞାନୀ ବ୍ୟକ୍ତି ଏହି ଜିନିଷଗୁଡ଼ିକୁ ବୁଝେ। ଜଣେ କର୍ମଠ ବ୍ୟକ୍ତି ଏହିସବୁ ଜିନିଷଗୁଡ଼ିକୁ ଶିକ୍ଷା କରିବା ଉଚିତ୍। ସଦାପ୍ରଭୁଙ୍କ ମାର୍ଗ ସର୍ବଦା ଠିକ୍। ଉତ୍ତମଲୋକ ସେହି ମାର୍ଗ ଦ୍ୱାରା ବଞ୍ଚିବେ ଓ ପାପୀମାନେ ତା’ ଦ୍ୱାରା ମୃତ୍ୟୁବରଣ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜ୍ଞାନବାନ କିଏ? ସେ ଏହିସବୁ ବିଷୟ ବୁଝିବ। ବୁଦ୍ଧିମାନ କିଏ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା-ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ଜ୍ଞାନବାନ କିଏ? ସେ ଏହିସବୁ ବିଷୟ ବୁଝିବ। ବୁଦ୍ଧିମାନ କିଏ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା-ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ।