Hosea 2:1 — Compare Translations

5 translations compared side by side

Odia - 1840
"ତା'ପ ରେ ତୁମ୍ଭେ ତୁମ୍ଭର ଭାଇମାନଙ୍କୁ କହିବ, 'ତୁମ୍ଭମାନେେ ଆମ୍ଭର ଲୋକ।' ତୁମ୍ଭେ ତୁମ୍ଭର ଭଉଣୀମାନଙ୍କୁ କହିବ, ' ସେ ତୁମ୍ଭମାନଙ୍କୁ ଦୟା ଦଖାଇେଛନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଆପଣାମାନଙ୍କର ଭ୍ରାତୃଗଣକୁ ଅମ୍ମି (ଆମ୍ଭର ଲୋକ) ଓ ଆପଣାମାନଙ୍କର ଭଗ୍ନୀଗଣକୁ ରୁହାମା (ଦୟାପାତ୍ରୀ) କୁହ ।
Odia Bible ERV 2004 (ପବିତ୍ର ବାଇବଲ)
“ତା’ପରେ ତୁମ୍ଭେ ତୁମ୍ଭର ଭାଇମାନଙ୍କୁ କହିବ, ‘ତୁମ୍ଭେମାନେ ଆମ୍ଭର ଲୋକ।’ ତୁମ୍ଭେ ତୁମ୍ଭର ଭଉଣୀମାନଙ୍କୁ କହିବ, ‘ସେ ତୁମ୍ଭମାନଙ୍କୁ ଦୟା ଦେଖାଇଛନ୍ତି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଆପଣାମାନଙ୍କର ଭ୍ରାତୃଗଣଙ୍କୁ ଅମ୍ମି ଓ ଆପଣାମାନଙ୍କର ଭଗିନୀଗଣଙ୍କୁ ରୁହାମା ବୋଲି କୁହ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଆପଣାମାନଙ୍କର ଭ୍ରାତୃଗଣଙ୍କୁ “ଅମ୍ମି” ଓ ଆପଣାମାନଙ୍କର ଭଗିନୀଗଣଙ୍କୁ “ରୁହାମା” ବୋଲି କୁହ।