Hosea 2:10 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ ଆମ୍ଭେ ତାକୁ ଉଲଗ୍ନ କରିଦବୋ। ତା'ର ଉଲଗ୍ନ ଶରୀର ତା'ର ପ୍ ରମେିକ ଲୋକମାନେ ଦେଖିବେ। ଆମ୍ଭ କବଳରୁ ତା'କୁ କହେି ରକ୍ଷା କରିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଏବେ ଆମ୍ଭେ ତାହାର ପ୍ରେମିକଗଣର ସାକ୍ଷାତରେ ତାହାର ଭ୍ରଷ୍ଟତା ପ୍ରକାଶ କରିବା ଓ ଆମ୍ଭ ହସ୍ତରୁ କେହି ତାହାକୁ ଉଦ୍ଧାର କରିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ଆମ୍ଭେ ତାକୁ ଉଲଗ୍ନ କରିଦେବା। ତା’ର ଉଲଗ୍ନ ଶରୀର ତା’ର ପ୍ରେମିକ ଲୋକମାନେ ଦେଖିବେ। ଆମ୍ଭ କବଳରୁ ତାକୁ କେହି ରକ୍ଷା କରି ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏବେ ଆମ୍ଭେ ତାହାର ପ୍ରେମିକଗଣର ସାକ୍ଷାତରେ ତାହାର ଭ୍ରଷ୍ଟତା ପ୍ରକାଶ କରିବା ଓ ଆମ୍ଭ ହସ୍ତରୁ କେହି ତାହାକୁ ଉଦ୍ଧାର କରିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏବେ ଆମ୍ଭେ ତାହାର ପ୍ରେମିକଗଣର ସାକ୍ଷାତରେ ତାହାର ଭ୍ରଷ୍ଟତା ପ୍ରକାଶ କରିବା ଓ ଆମ୍ଭ ହସ୍ତରୁ କେହି ତାହାକୁ ଉଦ୍ଧାର କରିବେ ନାହିଁ।