Hosea 2:11 — Compare Translations

5 translations compared side by side

Odia - 1840
"ଆମ୍ଭେ ସଦାପ୍ରଭୁ ତା'ର ସମସ୍ତ ଆନନ୍ଦ, ଉତ୍ସବ, ଅମାବାସ୍ଯା, ବିଶ୍ରାମଦିନ ସମସ୍ତ ଭୋଜିକୁ ବନ୍ଦ କରିଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଆମ୍ଭେ ତାହାର ସକଳ ଆମୋଦ, ତାହାର ଉତ୍ସବ, ଅମାବାସ୍ୟା, ବିଶ୍ରାମ ଦିନ ଓ ତାହାର ମହାସଭା ସକଳ ରହିତ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସଦାପ୍ରଭୁ ତା’ର ସମସ୍ତ ଆନନ୍ଦ, ଉତ୍ସବ, ଅମାବାସ୍ୟା, ବିଶ୍ରାମ ଦିନ ସମସ୍ତ ଭୋଜିକୁ ବନ୍ଦ କରିଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଆମ୍ଭେ ତାହାର ସକଳ ଆମୋଦ, ତାହାର ଉତ୍ସବ, ଅମାବାସ୍ୟା, ବିଶ୍ରାମ ଦିନ ଓ ତାହାର ମହାସଭା ସକଳ ବନ୍ଦ କରିବା।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଆମ୍ଭେ ତାହାର ସକଳ ଆମୋଦ, ତାହାର ଉତ୍ସବ, ଅମାବାସ୍ୟା, ବିଶ୍ରାମ ଦିନ ଓ ତାହାର ମହାସଭା ସକଳ ବନ୍ଦ କରିବା।