Hosea 2:13 — Compare Translations

5 translations compared side by side

Odia - 1840
" ସେ ବାଲ୍ଙ୍କୁ ସବୋ କରୁଥିଲା। ତେଣୁ ଆମ୍ଭେ ତାକୁ ଦଣ୍ତ ଦବୋ। ସେ ବାଲଙ୍କୁ ଧୂପ ଦେଉଥିଲା। ସେ ଭଲ ପୋଷାକ ପରିଧାନ କରୁଥିଲା ଓ ତା'ର ଅଳଙ୍କାର, ନାକରେ ଗହଣା ପିନ୍ଧି ସହେି ମିଥ୍ଯା ପ୍ ରମେିକମାନଙ୍କ ନିକଟକୁ ଯାଉଥିଲା ଏବଂ ଆମ୍ଭଙ୍କୁ ଭୁଲିୟାଇଥିଲା। ସଦାପ୍ରଭୁ ଏହା କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେଉଁମାନଙ୍କ ଉଦ୍ଦେଶ୍ୟରେ ସେ ଧୂପ ଜ୍ଵଳାଇଲା, ସେହି ବାଲ୍ ଦେବଗଣର (ପ୍ରତିଷ୍ଠିତ) ଦିନସମୂହର ପ୍ରତିଫଳ ଆମ୍ଭେ ତାହାକୁ ଭୋଗ କରାଇବା; ସେସମୟରେ ସେ କର୍ଣ୍ଣକୁଣ୍ତଳ ଓ ଅଳଙ୍କାରାଦିରେ ଆପଣାକୁ ଭୂଷିତା କରି ଆପଣା ପ୍ରେମିକଗଣର ପଛେ ପଛେ ଗଲା ଓ ଆମ୍ଭକୁ ଭୁଲିଲା, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ସେ ବା‌‌ଲ୍‌‌‌‌କୁ ସେବା କରୁଥିଲା। ତେଣୁ ଆମ୍ଭେ ତାକୁ ଦଣ୍ତ ଦେବା। ସେ ବା‌‌ଲ୍‌‌‌‌କୁ ଧୂପ ଦେଉଥିଲା। ସେ ଭଲ ପୋଷାକ ପରିଧାନ କରୁଥିଲା ଓ ତା’ର ଅଳଙ୍କାର, ନାକରେ ଗହଣା ପିନ୍ଧି ସେହି ମିଥ୍ୟା ପ୍ରେମିକମାନଙ୍କ ନିକଟକୁ ଯାଉଥିଲା ଏବଂ ଆମ୍ଭଙ୍କୁ ଭୁଲିଯାଇଥିଲା।” ସଦାପ୍ରଭୁ ଏହା କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁମାନଙ୍କ ଉଦ୍ଦେଶ୍ୟରେ ସେ ଧୂପ ଜ୍ୱଳାଇଲା, ସେହି ବାଲ୍‍ ଦେବଗଣର (ପ୍ରତିଷ୍ଠିତ) ଦିନସମୂହର ପ୍ରତିଫଳ ଆମ୍ଭେ ତାହାକୁ ଭୋଗ କରାଇବା; ସେହି ସମୟରେ ସେ କର୍ଣ୍ଣକୁଣ୍ଡଳ ଓ ଅଳଙ୍କାର ଇତ୍ୟାଦିରେ ଆପଣାକୁ ଭୂଷିତା କରି ଆପଣା ପ୍ରେମିକଗଣର ପଛେ ପଛେ ଗଲା ଓ ଆମ୍ଭକୁ ଭୁଲିଲା, ଏହା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁମାନଙ୍କ ଉଦ୍ଦେଶ୍ୟରେ ସେ ଧୂପ ଜ୍ୱଳାଇଲା, ସେହି ବାଲ୍‍ ଦେବଗଣର (ପ୍ରତିଷ୍ଠିତ) ଦିନସମୂହର ପ୍ରତିଫଳ ଆମ୍ଭେ ତାହାକୁ ଭୋଗ କରାଇବା; ସେହି ସମୟରେ ସେ କର୍ଣ୍ଣକୁଣ୍ଡଳ ଓ ଅଳଙ୍କାର ଇତ୍ୟାଦିରେ ଆପଣାକୁ ଭୂଷିତା କରି ଆପଣା ପ୍ରେମିକଗଣର ପଛେ ପଛେ ଗଲା ଓ ଆମ୍ଭକୁ ଭୁଲିଲା,” ଏହା ସଦାପ୍ରଭୁ କହନ୍ତି।