Hosea 2:14 — Compare Translations
5 translations compared side by side
Odia - 1840
" ତେଣୁ ଆମ୍ଭେ ତାକୁ ପ୍ ରମବୋଣୀ କହିବା। ଆମ୍ଭେ ତାକୁ ନିର୍ଜ୍ଜନ ମରୁଭୂମିକୁ ନଇେ କୋମଳ କଥା କହିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ଦେଖ, ଆମ୍ଭେ ତାହାର ମନକୁ ଆକର୍ଷଣ କରି ତାହାକୁ ପ୍ରାନ୍ତରକୁ ଆଣିବା ଓ ତାହାକୁ ଚିତ୍ତପ୍ରବୋଧକ କଥା କହିବା ।
Odia Bible ERV 2004 (ପବିତ୍ର ବାଇବଲ)
“ତେଣୁ ଆମ୍ଭେ ତାକୁ ପ୍ରେମବାଣୀ କହିବା। ଆମ୍ଭେ ତାକୁ ନିର୍ଜ୍ଜନ ମରୁଭୂମିକୁ ନେଇ କୋମଳ କଥା କହିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିନିମନ୍ତେ ଦେଖ, ଆମ୍ଭେ ତାହାର ମନକୁ ଆକର୍ଷଣ କରି ତାହାକୁ ପ୍ରାନ୍ତରକୁ ଆଣିବା ଓ ତାହାକୁ ଚିତ୍ତ ପ୍ରବୋଧକ କଥା କହିବା।
Odia IRV 2017 (ଓଡିଆ ବାଇବେଲ)
“ଏଥିନିମନ୍ତେ ଦେଖ, ଆମ୍ଭେ ତାହାର ମନକୁ ଆକର୍ଷଣ କରି ତାହାକୁ ପ୍ରାନ୍ତରକୁ ଆଣିବା ଓ ତାହାକୁ ଚିତ୍ତ ପ୍ରବୋଧକ କଥା କହିବା।