Hosea 2:17 — Compare Translations

5 translations compared side by side

Odia - 1840
"ଆମ୍ଭେ ତା'ର ମୁଖରୁ ବାଲ୍ ଡାକ କାଢିଦବୋ। ତା'ପ ରେ ଲୋକେ ବାଲ୍ଙ୍କ ନାମ ଆଉ ପୁନର୍ବାର ବ୍ଯବହାର କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେ ତାହାର ମୁଖରୁ ବାଲ୍ ଦେବଗଣର ନାମସବୁ ଦୂର କରିବା, ପୁଣି ସେ ନାମସବୁ ଆଉ ଧରାଯିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତା’ର ମୁଖରୁ ବାଲ୍ ଡାକ କାଢ଼ିଦେବା। ତା’ପରେ ଲୋକେ ବା‌‌ଲ୍‌‌‌‌ର ନାମ ଆଉ ପୁନର୍ବାର ବ୍ୟବହାର କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେ ତାହାର ମୁଖରୁ ବାଲ୍‍ ଦେବଗଣର ନାମସବୁ ଦୂର କରିବା, ପୁଣି ସେହି ନାମସବୁ ପୁନର୍ବାର ଧରାଯିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭେ ତାହାର ମୁଖରୁ ବାଲ୍‍ ଦେବଗଣର ନାମସବୁ ଦୂର କରିବା, ପୁଣି ସେହି ନାମସବୁ ପୁନର୍ବାର ଧରାଯିବ ନାହିଁ।