Hosea 2:18 — Compare Translations
5 translations compared side by side
Odia - 1840
" ସେତବେେଳେ ଆମ୍ଭେ ସ୍ଥଳଚର ପ୍ରାଣୀ, ଆକାଶର ପକ୍ଷୀ, ଓ ସରିସୃପମାନଙ୍କ ସହିତ ଗୋଟିଏ ଚୁକ୍ତି କରିବା। ଆମ୍ଭେ ଧନୁ, ଖଣ୍ତା ଓ ସମସ୍ତ ୟୁଦ୍ଧ ଅସ୍ତ୍ରଗୁଡିକୁ ଭାଙ୍ଗି ଦବୋ ଏବଂ ଆମ୍ଭେ ସମାନଙ୍କେୁ ନିରାପଦ ରେ ଶଯନ କରିବାକୁ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେଦିନ ଆମ୍ଭେ ସେମାନଙ୍କ ନିମନ୍ତେ କ୍ଷେତ୍ରସ୍ଥ ପଶୁ ଓ ଆକାଶସ୍ଥ ପକ୍ଷୀ ଓ ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ସହିତ ନିୟମ କରିବା ଓ ଆମ୍ଭେ ଦେଶରୁ ଧନୁ, ଖଡ଼୍ଗ ଓ ଯୁଦ୍ଧ ଉଚ୍ଛିନ୍ନ କରିବା, ଆଉ ସେମାନଙ୍କୁ ନିରାପଦରେ ଶୟନ କରାଇବା, ।
Odia Bible ERV 2004 (ପବିତ୍ର ବାଇବଲ)
“ସେତେବେଳେ ଆମ୍ଭେ ସ୍ଥଳଚର ପ୍ରାଣୀ, ଆକାଶର ପକ୍ଷୀ, ଓ ସରିସୃପମାନଙ୍କ ସହିତ ଗୋଟିଏ ଚୁକ୍ତି କରିବା। ଆମ୍ଭେ ଧନୁ, ଖଣ୍ତା ଓ ସମସ୍ତ ଯୁଦ୍ଧ ଅସ୍ତ୍ରଗୁଡ଼ିକୁ ଭାଙ୍ଗି ଦେବା ଏବଂ ଆମ୍ଭେ ସେମାନଙ୍କୁ ନିରାପଦରେ ଶୟନ କରିବାକୁ ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେହି ଦିନ ଆମ୍ଭେ ସେମାନଙ୍କ ନିମନ୍ତେ କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀ ଓ ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ସହିତ ନିୟମ କରିବା ଓ ଆମ୍ଭେ ଦେଶରୁ ଧନୁ, ଖଡ୍ଗ ଓ ଯୁଦ୍ଧ ଉଚ୍ଛିନ୍ନ କରିବା, ଆଉ ସେମାନଙ୍କୁ ନିରାପଦରେ ଶୟନ କରାଇବା।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେହି ଦିନ ଆମ୍ଭେ ସେମାନଙ୍କ ନିମନ୍ତେ କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀ ଓ ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ସହିତ ନିୟମ କରିବା ଓ ଆମ୍ଭେ ଦେଶରୁ ଧନୁ, ଖଡ୍ଗ ଓ ଯୁଦ୍ଧ ଉଚ୍ଛିନ୍ନ କରିବା, ଆଉ ସେମାନଙ୍କୁ ନିରାପଦରେ ଶୟନ କରାଇବା।