Hosea 2:19 — Compare Translations

5 translations compared side by side

Odia - 1840
"ଏବଂ ଆମ୍ଭେ ତୁମ୍ଭକୁ ସବୁଦିନ ପାଇଁ ଆମ୍ଭର ସ୍ତ୍ରୀ କରିବା। ଆମ୍ଭେ ତୁମ୍ଭକୁ ପ୍ ରମେ, ସାଧୁତା, ନ୍ଯାଯ ଓ ଦୟାର ସହିତ ଆମ୍ଭର ସ୍ତ୍ରୀ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଚିରକାଳ ନିମନ୍ତେ ଆମ୍ଭ ପାଇଁ ତୁମ୍ଭକୁ ବାଗ୍ଦାନ କରିବା; ହଁ, ଆମ୍ଭେ ତୁମ୍ଭକୁ ଧର୍ମରେ, ନ୍ୟାୟ ବିଚାରରେ, ସ୍ନେହପୂର୍ଣ୍ଣ କରୁଣାରେ ଓ ଦୟାରେ ଆମ୍ଭ ପାଇଁ ବାଗ୍ଦାନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଆମ୍ଭେ ତୁମ୍ଭକୁ ସବୁଦିନ ପାଇଁ ଆମ୍ଭର ସ୍ତ୍ରୀ କରିବା। ଆମ୍ଭେ ତୁମ୍ଭକୁ ପ୍ରେମ, ସାଧୁତା, ନ୍ୟାୟ ଓ ଦୟାର ସହିତ ଆମ୍ଭର ସ୍ତ୍ରୀ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଚିରକାଳ ନିମନ୍ତେ ଆମ୍ଭ ପାଇଁ ତୁମ୍ଭକୁ ବାଗ୍‍ଦାନ କରିବା; ହଁ, ଆମ୍ଭେ ତୁମ୍ଭକୁ ଧର୍ମରେ, ନ୍ୟାୟ-ବିଚାରରେ, ସ୍ନେହପୂର୍ଣ୍ଣ କରୁଣାରେ ଓ ଦୟାରେ ଆମ୍ଭ ପାଇଁ ବାଗ୍‍ଦାନ କରିବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଚିରକାଳ ନିମନ୍ତେ ଆମ୍ଭ ପାଇଁ ତୁମ୍ଭକୁ ବାଗ୍‍ଦାନ କରିବା; ହଁ, ଆମ୍ଭେ ତୁମ୍ଭକୁ ଧର୍ମରେ, ନ୍ୟାୟ ବିଚାରରେ, ସ୍ନେହପୂର୍ଣ୍ଣ କରୁଣାରେ ଓ ଦୟାରେ ଆମ୍ଭ ପାଇଁ ବାଗ୍‍ଦାନ କରିବା।