Hosea 2:20 — Compare Translations

5 translations compared side by side

Odia - 1840
"ତୁମ୍ଭକୁ ଆମ୍ଭର ବିଶ୍ବସ୍ତ ପତ୍ନୀ କରିବା। ସେତବେେଳେ ତୁମ୍ଭେ ପ୍ରକୃତ ସଦାପ୍ରଭୁଙ୍କୁ ଜାଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭକୁ ବିଶ୍ଵସ୍ତତାରେ ଆମ୍ଭ ପାଇଁ ବାଗ୍ଦାନ କରିବା; ତହିଁରେ ତୁମ୍ଭେ ସଦାପ୍ରଭୁଙ୍କୁ ଜ୍ଞାତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭକୁ ଆମ୍ଭର ବିଶ୍ୱସ୍ତ ପତ୍ନୀ କରିବା। ସେତେବେଳେ ତୁମ୍ଭେ ପ୍ରକୃତ ସଦାପ୍ରଭୁଙ୍କୁ ଜାଣିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତୁମ୍ଭକୁ ବିଶ୍ୱସ୍ତତାରେ ଆମ୍ଭ ପାଇଁ ବାଗ୍‍ଦାନ କରିବା; ତହିଁରେ ତୁମ୍ଭେ ସଦାପ୍ରଭୁଙ୍କୁ ଜ୍ଞାତ ହେବ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତୁମ୍ଭକୁ ବିଶ୍ୱସ୍ତତାରେ ଆମ୍ଭ ପାଇଁ ବାଗ୍‍ଦାନ କରିବା; ତହିଁରେ ତୁମ୍ଭେ ସଦାପ୍ରଭୁଙ୍କୁ ଜ୍ଞାତ ହେବ।”