Hosea 2:21 — Compare Translations

5 translations compared side by side

Odia - 1840
"ସେତବେେଳେ ଆମ୍ଭେ ଉତ୍ତର ଦବୋ। ସଦାପ୍ରଭୁ ଏହା କହିନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ ଉତ୍ତର ଦେବା, ଆମ୍ଭେ ଆକାଶମଣ୍ତଳକୁ ଉତ୍ତର ଦେବା ଓ ଆକାଶମଣ୍ତଳ ପୃଥିବୀକୁ ଉତ୍ତର ଦେବ;
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଆମ୍ଭେ ଉତ୍ତର ଦେବା।” ସଦାପ୍ରଭୁ ଏହା କହନ୍ତି। “ଆମ୍ଭେ ଆକାଶକୁ କହିବା ଏବଂ ସେ ପୃଥିବୀକୁ ବର୍ଷା ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ଉତ୍ତର ଦେବା, ଆମ୍ଭେ ଆକାଶମଣ୍ଡଳକୁ ଉତ୍ତର ଦେବା ଓ ଆକାଶମଣ୍ଡଳ ପୃଥିବୀକୁ ଉତ୍ତର ଦେବ;
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସଦାପ୍ରଭୁ କହନ୍ତି, “ସେହି ଦିନ ଆମ୍ଭେ ଉତ୍ତର ଦେବା, ଆମ୍ଭେ ଆକାଶମଣ୍ଡଳକୁ ଉତ୍ତର ଦେବା ଓ ଆକାଶମଣ୍ଡଳ ପୃଥିବୀକୁ ଉତ୍ତର ଦେବ;