Hosea 2:22 — Compare Translations

5 translations compared side by side

Odia - 1840
"ପୃଥିବୀ ଶସ୍ଯ, ଦ୍ରାକ୍ଷାରସ ଓ ତୈଳ ଉତ୍ପାଦନ କରିବ ଏବଂ ସେ ସବୁ ୟିଷ୍ରିଯଲରେ ଗ୍ଭହିଦା ପୂରଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପୃଥିବୀ ଶସ୍ୟକୁ, ଦ୍ରାକ୍ଷାରସକୁ ଓ ତୈଳକୁ ଉତ୍ତର ଦେବ; ଆଉ, ସେସମସ୍ତେ ଯିଷ୍ରିୟେଲକୁ ଉତ୍ତର ଦେବେ;
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଉତ୍ପାଦନ କରିବ ଏବଂ ସେ ସବୁ ଯିଷ୍ରିୟେଲର ଗ୍ଭହିଦା ପୂରଣ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପୃଥିବୀ ଶସ୍ୟକୁ, ଦ୍ରାକ୍ଷାରସକୁ ଓ ତୈଳକୁ ଉତ୍ତର ଦେବ; ଆଉ, ସେହି ସମସ୍ତେ ଯିଷ୍ରିୟେଲକୁ ଉତ୍ତର ଦେବେ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ପୃଥିବୀ ଶସ୍ୟକୁ, ଦ୍ରାକ୍ଷାରସକୁ ଓ ତୈଳକୁ ଉତ୍ତର ଦେବ; ଆଉ, ସେହି ସମସ୍ତେ ଯିଷ୍ରିୟେଲକୁ ଉତ୍ତର ଦେବେ;