Hosea 2:23 — Compare Translations
5 translations compared side by side
Odia - 1840
"ଆମ୍ଭେ ଇଶ୍ରାୟେଲ ଭୂମିରେ ବହୁ ମଞ୍ଜି ବୁଣିବା। ଲୋ-ରୁହାମାଙ୍କୁ ଆମ୍ଭେ ଦୟା କରିବା। ଲୋ-ଆମୀକୁ କହିବା, 'ତୁମ୍ଭେ ଆମ୍ଭ ଲୋକ' ଏବଂ ସମାନେେ ମାେତେ କହିବେ, 'ତୁମ୍ଭେ ଆମ୍ଭର ପରମେଶ୍ବର।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଆପଣା ପାଇଁ ତାହାକୁ ଦେଶରେ ରୋପଣ କରିବା; ତହିଁରେ ଯେ ଦୟା ପାଇ ନ ଥିଲା, ତାହା ପ୍ରତି ଆମ୍ଭେ ଦୟା କରିବା; ଆଉ, ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ କହିବା, ତୁମ୍ଭେ ଆମ୍ଭର ଲୋକ ଓ ସେମାନେ କହିବେ, ତୁମ୍ଭେ ଆମ୍ଭର ପରମେଶ୍ଵର ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଇସ୍ରାଏଲ ଭୂମିରେ ବହୁ ମଞ୍ଜି ବୁଣିବା। ଲୋ-ରୁହାମାଙ୍କୁ ଆମ୍ଭେ ଦୟା କରିବା। ଲୋ-ଆମୀକୁ କହିବା, ‘ତୁମ୍ଭେ ଆମ୍ଭ ଲୋକ’ ଏବଂ ସେମାନେ ମୋତେ କହିବେ, ‘ତୁମ୍ଭେ ଆମ୍ଭର ପରମେଶ୍ୱର।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଆପଣା ପାଇଁ ତାହାକୁ ଦେଶରେ ରୋପଣ କରିବା; ତହିଁରେ ଯେ ଦୟା ପାଇ ନ ଥିଲା, ତାହା ପ୍ରତି ଆମ୍ଭେ ଦୟା କରିବା; ଆଉ, ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ କହିବା, ତୁମ୍ଭେ ଆମ୍ଭର ଲୋକ ଓ ସେମାନେ କହିବେ, ‘ତୁମ୍ଭେ ଆମ୍ଭର ପରମେଶ୍ୱର।’”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଆପଣା ପାଇଁ ତାହାକୁ ଦେଶରେ ରୋପଣ କରିବା; ତହିଁରେ ଯେ ଦୟା ପାଇ ନ ଥିଲା, ତାହା ପ୍ରତି ଆମ୍ଭେ ଦୟା କରିବା; ଆଉ, ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ କହିବା, ‘ତୁମ୍ଭେ ଆମ୍ଭର ଲୋକ’ ଓ ସେମାନେ କହିବେ, ‘ତୁମ୍ଭେ ଆମ୍ଭର ପରମେଶ୍ୱର।’”