Hosea 2:3 — Compare Translations
5 translations compared side by side
Odia - 1840
"ଯଦି ସେ ତା'ର ବ୍ଯଭିଗ୍ଭରିତା ବନ୍ଦ ନକରେ, ତବେେ ଆମ୍ଭେ ତାକୁ ଉଲଗ୍ନ କରିବା, ସେ ଯେପରି ଜନ୍ମ ହେଲା ସମୟରେ ନମ୍ର ଥିଲା। ଆମ୍ଭେ ତା'ର ସମସ୍ତ ଲୋକମାନଙ୍କୁ ନଇୟିବୋ ଏବଂ ସେ ମରୁଭୂମି ପରି ଶୂନ୍ଯ ହାଇଯେିବ। ଆମ୍ଭେ ତାକୁ ଶୋଷ ରେ ମାରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନୋହିଲେ ଅବା ଆମ୍ଭେ ତାହାକୁ ବିବସ୍ତ୍ରା କରିବା ଓ ସେ ଜନ୍ମ ଦିନରେ ଯେରୂପ ଥିଲା, ସେରୂପ କରି ତାହାକୁ ରଖିବା; ପୁଣି, ତାହାକୁ ପ୍ରାନ୍ତରର ତୁଲ୍ୟ କରିବା ଓ ମରୁଭୂମି ତୁଲ୍ୟ କରି ତୃଷାରେ ତାହାକୁ ବଧ କରିବା;
Odia Bible ERV 2004 (ପବିତ୍ର ବାଇବଲ)
ଯଦି ସେ ତା’ର ବ୍ୟଭିଗ୍ଭରିତା ବନ୍ଦ ନ କରେ, ତେବେ ଆମ୍ଭେ ତାକୁ ଉଲଗ୍ନ କରିବା, ସେ ଯେପରି ଜନ୍ମ ହେବା ସମୟରେ ନମ୍ର ଥିଲା। ଆମ୍ଭେ ତା’ର ସମସ୍ତ ଲୋକମାନଙ୍କୁ ନେଇଯିବା ଏବଂ ସେ ମରୁଭୂମି ପରି ଶୂନ୍ୟ ହୋଇଯିବ। ଆମ୍ଭେ ତାକୁ ଶୋଷରେ ମାରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନୋହିଲେ ଅବା ଆମ୍ଭେ ତାହାକୁ ବିବସ୍ତ୍ରା କରିବା ଓ ସେ ଜନ୍ମ ଦିନରେ ଯେରୂପ ଥିଲା, ସେରୂପ କରି ତାହାକୁ ରଖିବା; ପୁଣି, ତାହାକୁ ପ୍ରାନ୍ତରର ତୁଲ୍ୟ କରିବା ଓ ମରୁଭୂମି ତୁଲ୍ୟ କରି ତୃଷାରେ ତାହାକୁ ବଧ କରିବା;
Odia IRV 2017 (ଓଡିଆ ବାଇବେଲ)
ନୋହିଲେ ଅବା ଆମ୍ଭେ ତାହାକୁ ବିବସ୍ତ୍ରା କରିବା ଓ ସେ ଜନ୍ମ ଦିନରେ ଯେରୂପ ଥିଲା, ସେରୂପ କରି ତାହାକୁ ରଖିବା; ପୁଣି, ତାହାକୁ ପ୍ରାନ୍ତରର ତୁଲ୍ୟ କରିବା ଓ ମରୁଭୂମି ତୁଲ୍ୟ କରି ତୃଷାରେ ତାହାକୁ ବଧ କରିବା;