Hosea 2:4 — Compare Translations
5 translations compared side by side
Odia - 1840
"ତା'ର ପିଲାମାନଙ୍କ ଉପ ରେ ଆମ୍ଭର ଦୟା ନାହିଁ କାରଣ ସମାନେେ ଜାରଜ ସନ୍ତାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଆମ୍ଭେ ତାହାର ସନ୍ତାନଗଣ ପ୍ରତି ଦୟା କରିବା ନାହିଁ, କାରଣ ସେମାନେ ବେଶ୍ୟାଚାରରୁ ଜାତ ସନ୍ତାନ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ର ପିଲାମାନଙ୍କ ଉପରେ ଆମ୍ଭର ଦୟା ନାହିଁ କାରଣ ସେମାନେ ଜାରଜ ସନ୍ତାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଆମ୍ଭେ ତାହାର ସନ୍ତାନଗଣ ପ୍ରତି ଦୟା କରିବା ନାହିଁ, କାରଣ ସେମାନେ ବେଶ୍ୟାଚାରରୁ ଜାତ ସନ୍ତାନ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଆମ୍ଭେ ତାହାର ସନ୍ତାନଗଣ ପ୍ରତି ଦୟା କରିବା ନାହିଁ, କାରଣ ସେମାନେ ବେଶ୍ୟାଚାରରୁ ଜାତ ସନ୍ତାନ।