Hosea 2:5 — Compare Translations

5 translations compared side by side

Odia - 1840
"ସମାନଙ୍କେର ମାଆ ବେଶ୍ଯାପରି କାମ କରିଅଛି। ସୋମାନଙ୍କର ମାଆଙ୍କ କୃତକର୍ମ ପାଇଁ ଲଜ୍ଜିତ ହବୋ ଉଚିତ। ସେ କହିଲା, 'ମୁଁ ମାରେପ୍ ରମେିକମାନଙ୍କ ପାଖକୁ ୟିବି। ମାରେପ୍ ରମେିକମାନେ ମାେତେ ଖାଦ୍ୟ ଓ ପାଣି ଦବେେ। ସମାନେେ ମାେତେ ପଶମ ଓ ଲାଇଲନ୍ ଦବେେ। ସମାନେେ ମାେତେ ଦ୍ରାକ୍ଷାରସ ଓ ଅଲିଭ୍ ତଲେ ଦବେେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସେମାନଙ୍କର ମାତା ବେଶ୍ୟାବୃତ୍ତି କରିଅଛି; ସେମାନଙ୍କର ଗର୍ଭଧାରିଣୀ ଲଜ୍ଜାକର କର୍ମ କରିଅଛି; କାରଣ ସେ କହିଲା, ମୋର ଯେଉଁ ପ୍ରେମିକଗଣ ମୋତେ ଅନ୍ନ, ଜଳ, ମେଷଲୋମ, ମସିନାବସ୍ତ୍ର, ତୈଳ ଓ ମୋର ପେୟଦ୍ରବ୍ୟ ମୋତେ ଦିଅନ୍ତି, ମୁଁ ସେମାନଙ୍କର ପଛେ ପଛେ ଯିବି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ମା ବେଶ୍ୟାପରି କାମ କରିଅଛି। ସେମାନଙ୍କର ମାଙ୍କ କୃତ କର୍ମ ପାଇଁ ଲଜ୍ଜିତ ହେବା ଉଚିତ୍। ସେ କହିଲା, ‘ମୁଁ ମୋର ପ୍ରେମିକମାନଙ୍କ ପାଖକୁ ଯିବି। ମୋର ପ୍ରେମିକମାନେ ମୋତେ ଖାଦ୍ୟ ଓ ପାଣି ଦେବେ। ସେମାନେ ମୋତେ ପଶମ ଓ ଲାଇଲନ୍ ଦେବେ। ସେମାନେ ମୋତେ ଦ୍ରାକ୍ଷାରସ ଓ ଅଲିଭ୍ ତେଲ ଦେବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସେମାନଙ୍କର ମାତା ବେଶ୍ୟାବୃତ୍ତି କରିଅଛି; ସେମାନଙ୍କର ଗର୍ଭଧାରିଣୀ ଲଜ୍ଜାକର କର୍ମ କରିଅଛି; କାରଣ ସେ କହିଲା, ‘ମୋର ଯେଉଁ ପ୍ରେମିକଗଣ ମୋତେ ଅନ୍ନ, ଜଳ, ମେଷଲୋମ, ମସିନା ବସ୍ତ୍ର, ତୈଳ ଓ ମୋର ପେୟଦ୍ରବ୍ୟ ମୋତେ ଦିଅନ୍ତି, ମୁଁ ସେମାନଙ୍କର ପଛେ ପଛେ ଯିବି।’
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ସେମାନଙ୍କର ମାତା ବେଶ୍ୟାବୃତ୍ତି କରିଅଛି; ସେମାନଙ୍କର ଗର୍ଭଧାରିଣୀ ଲଜ୍ଜାକର କର୍ମ କରିଅଛି; କାରଣ ସେ କହିଲା, “ମୋର ଯେଉଁ ପ୍ରେମିକଗଣ ମୋତେ ଅନ୍ନ, ଜଳ, ମେଷଲୋମ, ମସିନାବସ୍ତ୍ର, ତୈଳ ଓ ମୋର ପେୟଦ୍ରବ୍ୟ ମୋତେ ଦିଅନ୍ତି, ମୁଁ ସେମାନଙ୍କର ପଛେ ପଛେ ଯିବି।”