Hosea 2:8 — Compare Translations

5 translations compared side by side

Odia - 1840
" ସେ ଜାଣି ନ ଥିଲା ଆମ୍ଭେ ୟିଏକି ତା'କୁ ଶସ୍ଯ, ଦ୍ରାକ୍ଷାରସ ଓ ତୈଳ ଦେଉଥିଲୁ। ଆମ୍ଭେ ଅଧିକରୁ ଅଧିକ ସୁନା ରୂପା ତାକୁ ଦଇେ ଗ୍ଭଲିଥିଲୁ। କିନ୍ତୁ ଇଶ୍ରାୟେଲୀୟମାନେ ସହେି ସୁନା ଓ ରୂପାକୁ ବାଲ୍ଙ୍କ ମୂର୍ତ୍ତି ତିଆରି ରେ ବ୍ଯବହାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ଆମ୍ଭେ ଯେ ତାହାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଲୁ ଓ ତାହାର ରୂପା, ସୁନା, ବୃଦ୍ଧି କଲୁ, ଏହା ସେ ଜାଣିଲା ନାହିଁ, ସେମାନେ ସେହି ରୂପା, ସୁନା ବାଲ୍ଦେବ ଉଦ୍ଦେଶ୍ୟରେ ବ୍ୟୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
“ସେ ଜାଣି ନ ଥିଲା ଆମ୍ଭେ ଯିଏ କି ତାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଉଥିଲୁ। ଆମ୍ଭେ ଅଧିକରୁ ଅଧିକ ସୁନା, ରୂପା ତାକୁ ଦେଇ ଗ୍ଭଲିଥିଲୁ। କିନ୍ତୁ ଇସ୍ରାଏଲୀୟମାନେ ସେହି ସୁନା ଓ ରୂପାକୁ ବା‌‌ଲ୍‌‌‌‌ର ମୂର୍ତ୍ତି ତିଆରିରେ ବ୍ୟବହାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ଆମ୍ଭେ ଯେ ତାହାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଲୁ ଓ ତାହାର ରୂପା ଓ ସୁନା ବୃଦ୍ଧି କଲୁ, ଏହା ସେ ଜାଣିଲା ନାହିଁ, ସେମାନେ ସେହି ରୂପା, ସୁନା ବାଲ୍‍ଦେବ ଉଦ୍ଦେଶ୍ୟରେ ବ୍ୟୟ କଲେ।
Odia IRV 2017 (ଓଡିଆ ବାଇବେଲ)
“ଯେହେତୁ ଆମ୍ଭେ ଯେ ତାହାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଲୁ ଓ ତାହାର ରୂପା ଓ ସୁନା ବୃଦ୍ଧି କଲୁ, ଏହା ସେ ଜାଣିଲା ନାହିଁ, ସେମାନେ ସେହି ରୂପା, ସୁନା ବାଲ୍‍ଦେବ ଉଦ୍ଦେଶ୍ୟରେ ବ୍ୟୟ କଲେ।