Hosea 2:9 — Compare Translations

5 translations compared side by side

Odia - 1840
"ତେଣୁ ଆମ୍ଭେ ଫରେି ଆସିବା। ଆମ୍ଭେ ଆମ୍ଭର ସହେି ସମୟରେ ଅମଳ ହେଉଥିବା ଶସ୍ଯ ଫରୋଇ ନବୋ। ଅଙ୍ଗୁର ଦ୍ରାକ୍ଷାରସ ପାଇଁ ପ୍ରସ୍ତୁତ ଥିଲା ବେଳେ ଆମ୍ଭେ ତାକୁ ଫରୋଇ ନବୋ। ଆମ୍ଭର ପଶମ ଓ କାର୍ପାସ ବସ୍ତ୍ର ଫରୋଇ ନବୋ। ଆମ୍ଭେ ସଗେୁଡିକୁ ତା'ର ଶରୀର ଆବୃତ କରିବାକୁ ଦଇେଥିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ଆମ୍ଭେ ଶସ୍ୟ ସମୟରେ ଆମ୍ଭର ଶସ୍ୟ ଓ ଦ୍ରାକ୍ଷାରସର ଋତୁରେ ଆମ୍ଭର ଦ୍ରାକ୍ଷାରସ ଫେରାଇ ନେବା, ଯଦ୍ଦ୍ଵାରା ତାହାର ଉଲଙ୍ଗତା ଆଚ୍ଛାଦିତ ହୁଅନ୍ତା, ଆମ୍ଭର ସେହି ମେଷଲୋମ ଓ ମସିନା ଛଡ଼ାଇ ନେବା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆମ୍ଭେ ଫେରି ଆସିବା। ଆମ୍ଭେ ଆମ୍ଭର ସେହି ସମୟରେ ଅମଳ ହେଉଥିବା ଶସ୍ୟ ଫେରାଇ ନେବା। ଅଙ୍ଗୁର ଦ୍ରାକ୍ଷାରସ ପାଇଁ ପ୍ରସ୍ତୁତ ଥିଲା ବେଳେ ଆମ୍ଭେ ତାକୁ ଫେରାଇ ନେବା। ଆମ୍ଭର ପଶମ ଓ କାର୍ପାସ ବସ୍ତ୍ର ଫେରାଇ ନେବା। ଆମ୍ଭେ ସେଗୁଡ଼ିକୁ ତା’ର ଶରୀର ଆବୃତ କରିବାକୁ ଦେଇଥିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ଆମ୍ଭେ ଶସ୍ୟ ସମୟରେ ଆମ୍ଭର ଶସ୍ୟ ଓ ଦ୍ରାକ୍ଷାରସର ଋତୁରେ ଆମ୍ଭର ଦ୍ରାକ୍ଷାରସ ଫେରାଇ ନେବା, ଯାହା ଦ୍ୱାରା ତାହାର ଉଲଙ୍ଗତା ଆଚ୍ଛାଦିତ ହୁଅନ୍ତା, ଆମ୍ଭର ସେହି ମେଷଲୋମ ଓ ମସିନା ଛଡ଼ାଇ ନେବା।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ଆମ୍ଭେ ଶସ୍ୟ ସମୟରେ ଆମ୍ଭର ଶସ୍ୟ ଓ ଦ୍ରାକ୍ଷାରସର ଋତୁରେ ଆମ୍ଭର ଦ୍ରାକ୍ଷାରସ ଫେରାଇ ନେବା, ଯାହା ଦ୍ୱାରା ତାହାର ଉଲଙ୍ଗତା ଆଚ୍ଛାଦିତ ହୁଅନ୍ତା, ଆମ୍ଭର ସେହି ମେଷଲୋମ ଓ ମସିନା ଛଡ଼ାଇ ନେବା।