Hosea 3:1 — Compare Translations
5 translations compared side by side
Odia - 1840
"ତା'ପ ରେ ସଦାପ୍ରଭୁ ପୁନର୍ବାର ମାେତେ କହିଲେ, ଗୋମରର ଅନକେ ପ୍ ରମେିକ ଅଛନ୍ତି। କିନ୍ତୁ ତୁମ୍ଭେ ତାଙ୍କୁ ନିଶ୍ଚିତ ଭଲପାଇ ଗ୍ଭଲ। କାହିଁକି? କାରଣ ତାହା ସଦାପ୍ରଭୁଙ୍କ ପରି। ସଦାପ୍ରଭୁ ଇଶ୍ରାୟେଲ ଲୋକମାନଙ୍କୁ ଭଲ ପାଇ ଗ୍ଭଲନ୍ତି। କିନ୍ତୁ ସମାନେେ ଅନ୍ୟ ଦବେତାଙ୍କୁ ପୂଜାକରି ଗ୍ଭଲନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ଆମ୍ଭକୁ କହିଲେ, ଇସ୍ରାଏଲ-ସନ୍ତାନଗଣ ଅନ୍ୟ ଦେବଗଣର ପ୍ରତି ଫେରିଲେଣହେଁ ଓ ଦ୍ରାକ୍ଷାଚକ୍ତି ଭଲ ପାଇଲେ ହେଁ ସଦାପ୍ରଭୁ ଯେପରି ସେମାନଙ୍କୁ ପ୍ରେମ କରନ୍ତି, ସେପରି ତୁମ୍ଭେ ପୁନଶ୍ଚ ଯାଇ ଆପଣା ମିତ୍ରର ପ୍ରିୟତମା ଅଥଚ ବ୍ୟଭିଚାରିଣୀ ଏକ ସ୍ତ୍ରୀକୁ ପ୍ରେମ କର ।
Odia Bible ERV 2004 (ପବିତ୍ର ବାଇବଲ)
ହୋଶେୟ ଗୋମରାଙ୍କୁ କ୍ରୀତଦାସ ରୂପେ ପୁନର୍ବାର କିଣନ୍ତି ତା’ପରେ ସଦାପ୍ରଭୁ ପୁନର୍ବାର ମୋତେ କହିଲେ, “ଗୋମରର ଅନେକ ପ୍ରେମିକ ଅଛନ୍ତି। କିନ୍ତୁ ତୁମ୍ଭେ ତାଙ୍କୁ ନିଶ୍ଚିତ ଭଲପାଇ ଗ୍ଭଲ। କାରଣ ତାହା ସଦାପ୍ରଭୁଙ୍କ ପରି। ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କୁ ଭଲ ପାଇ ଗ୍ଭଲନ୍ତି। କିନ୍ତୁ ସେମାନେ ଅନ୍ୟ ଦେବତାଙ୍କୁ ପୂଜାକରି ଗ୍ଭଲନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭକୁ କହିଲେ, “ଇସ୍ରାଏଲ-ସନ୍ତାନଗଣ ଅନ୍ୟ ଦେବଗଣର ପ୍ରତି ଫେରିଲେ ମଧ୍ୟ ଓ ଦ୍ରାକ୍ଷାଚକ୍ତି ଭଲ ପାଇଲେ ମଧ୍ୟ ସଦାପ୍ରଭୁ ଯେପରି ସେମାନଙ୍କୁ ପ୍ରେମ କରନ୍ତି, ସେହିପରି ତୁମ୍ଭେ ପୁନଶ୍ଚ ଯାଇ ଆପଣା ମିତ୍ରର ପ୍ରିୟତମା ଅଥଚ ବ୍ୟଭିଚାରିଣୀ ଏକ ସ୍ତ୍ରୀକୁ ପ୍ରେମ କର।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭକୁ କହିଲେ, “ଇସ୍ରାଏଲ ସନ୍ତାନଗଣ ଅନ୍ୟ ଦେବଗଣର ପ୍ରତି ଫେରିଲେ ମଧ୍ୟ ଓ ଦ୍ରାକ୍ଷାଚକ୍ତି ଭଲ ପାଇଲେ ମଧ୍ୟ ସଦାପ୍ରଭୁ ଯେଉଁପରି ସେମାନଙ୍କୁ ପ୍ରେମ କରନ୍ତି, ସେହିପରି ତୁମ୍ଭେ ପୁନଶ୍ଚ ଯାଇ ଆପଣା ମିତ୍ରର ପ୍ରିୟତମା ଅଥଚ ବ୍ୟଭିଚାରିଣୀ ଏକ ସ୍ତ୍ରୀକୁ ପ୍ରେମ କର।”