Hosea 3:2 — Compare Translations

5 translations compared side by side

Odia - 1840
"ଏହି କାରଣ ପାଇଁ ମୁଁ ଗୋମରଙ୍କୁ ପନ୍ଦର ଖଣ୍ତ ରେ ୗପ୍ୟ ଓ ଏକ ହୋମର ବାର୍ଲି ଦଇେ କିଣିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୁଁ ପନ୍ଦର ରୌପ୍ୟ ମୁଦ୍ରା ଓ ଏକ ହୋମର ଓ ଅର୍ଦ୍ଧ ହୋମର ଯବ ଦେଇ ସେ ସ୍ତ୍ରୀକୁ କିଣିଲି;
Odia Bible ERV 2004 (ପବିତ୍ର ବାଇବଲ)
ଏହି କାରଣ ପାଇଁ ମୁଁ ଗୋମରଙ୍କୁ ପନ୍ଦର ଖଣ୍ତ ରୌପ୍ୟ ଓ ଏକ ହୋମର ବାର୍ଲି ଦେଇ କିଣିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୁଁ ପନ୍ଦର ରୌପ୍ୟ ମୁଦ୍ରା, ଏକ ହୋମର ଓ ଅର୍ଦ୍ଧ ହୋମର ଯବ ଦେଇ ସେ ସ୍ତ୍ରୀକୁ କିଣିଲି;
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୁଁ ପନ୍ଦର ରୌପ୍ୟ ମୁଦ୍ରା, ଏକ ହୋମର ଓ ଅର୍ଦ୍ଧ ହୋମର ଯବ ଦେଇ ସେ ସ୍ତ୍ରୀକୁ କିଣିଲି;