Hosea 3:4 — Compare Translations

5 translations compared side by side

Odia - 1840
"ସହେିପରି ଭାବରେ ଇଶ୍ରାୟେଲର ଲୋକମାନେ ବିନା ରାଜା ଓ ନେତା ରେ ଦୀର୍ଘଦିନ ଚଳିବେ। ସମାନେେ ବଳିଦାନ କି ସ୍ମରଣାର୍ଥକ ପଥର ବିନା ରହିବେ। ସମାନେେ ଯାଜକିଯ ବସ୍ତ୍ର ବିନା ଓ ଗୃହ ମୂର୍ତ୍ତି ବିନା ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଇସ୍ରାଏଲ-ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ;
Odia Bible ERV 2004 (ପବିତ୍ର ବାଇବଲ)
ସେହିପରି ଭାବରେ ଇସ୍ରାଏଲର ଲୋକମାନେ ବିନା ରାଜା ଓ ନେତାରେ ଦୀର୍ଘଦିନ ଚଳିବେ। ସେମାନେ ବଳିଦାନ କି ସ୍ମରଣାର୍ଥକ ପଥର ବିନା ରହିବେ। ସେମାନେ ଯାଜକୀୟ ବସ୍ତ୍ର ବିନା ଓ ଗୃହ ମୂର୍ତ୍ତି ବିନା ରହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଇସ୍ରାଏଲ-ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜାହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ;
Odia IRV 2017 (ଓଡିଆ ବାଇବେଲ)
କାରଣ ଇସ୍ରାଏଲ ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜାହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ;