Hosea 3:5 — Compare Translations
5 translations compared side by side
Odia - 1840
"ତା'ପ ରେ ଇଶ୍ରାୟେଲର ଲୋକମାନେ ଫରେି ଆସିବେ। ତା'ପ ରେ ସମାନେେ ସଦାପ୍ରଭୁ ସମାନଙ୍କେର ପରମେଶ୍ବର ଓ ରାଜା ଦାଉଦଙ୍କୁ ଖାଜେିବେ। ଶଷଦେିବସ ରେ, ସମାନେେ ସଦାପ୍ରଭୁଙ୍କୁ ଓ ତାଙ୍କର ଧାର୍ମିକତାକୁ ସମ୍ମାନ ଦବୋକୁ ଆସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଇସ୍ରାଏଲର ଲୋକମାନେ ଫେରି ଆସିବେ। ତା’ପରେ ସେମାନେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଓ ରାଜା ଦାଉଦଙ୍କୁ ଖୋଜିବେ। ଶେଷଦିବସରେ, ସେମାନେ ସଦାପ୍ରଭୁଙ୍କୁ ଓ ତାଙ୍କର ଧାର୍ମିକତାକୁ ସମ୍ମାନ ଦେବାକୁ ଆସିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ।”