Hosea 4:1 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ଲୋକମାନେ ସଦାପ୍ରଭୁଙ୍କର ବାର୍ତ୍ତା ଶୁଣ। ଏହି ରାଜ୍ଯର ଲୋକମାନଙ୍କ ବିରୁଦ୍ଧ ରେ ସଦାପ୍ରଭୁ ତାଙ୍କର ଆରୋପ ଦର୍ଶାଇବେ। ଏହି ଦେଶର ଲୋକମାନେ ପ୍ରକୃତ ରେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ। ଏହି ଲୋକମାନେ ପ୍ରକୃତ ରେ ପରମେଶ୍ବରଙ୍କ ପ୍ରତି ସତ୍ ଓ ବିଶ୍ବସ୍ତ ନୁହଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ଵର ବିଷୟକ ଜ୍ଞାନ ନ ଥିବାରୁ ଦେଶନିବାସୀଗଣର ସହିତ ସଦାପ୍ରଭୁଙ୍କର ବିବାଦ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଇସ୍ରାଏଲ ବିରୋଧରେ କ୍ରୋଧାନ୍ୱିତ ଇସ୍ରାଏଲର ଲୋକମାନେ ସଦାପ୍ରଭୁଙ୍କର ବାର୍ତ୍ତା ଶୁଣ। ଏହି ରାଜ୍ୟର ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁ ତାଙ୍କର ଆରୋପ ଦର୍ଶାଇବେ। “ଏହି ଦେଶର ଲୋକମାନେ ପ୍ରକୃତରେ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ। ଏହି ଲୋକମାନେ ପ୍ରକୃତରେ ପରମେଶ୍ୱରଙ୍କ ପ୍ରତି ସତ୍ ଓ ବିଶ୍ୱସ୍ତ ନୁହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ୱର ବିଷୟକ ଜ୍ଞାନ ନ ଥିବାରୁ ଦେଶନିବାସୀଗଣ ସହିତ ସଦାପ୍ରଭୁଙ୍କର ବିବାଦ ଅଛି।
Odia IRV 2017 (ଓଡିଆ ବାଇବେଲ)
ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ୱର ବିଷୟକ ଜ୍ଞାନ ନ ଥିବାରୁ ଦେଶନିବାସୀଗଣ ସହିତ ସଦାପ୍ରଭୁଙ୍କର ବିବାଦ ଅଛି।