Hosea 4:10 — Compare Translations

5 translations compared side by side

Odia - 1840
"ସମାନେେ ଯଦିଓ ଖାଇବେ କିନ୍ତୁ ସନ୍ତୁଷ୍ଟ ହବେେ ନାହିଁ। ସମାନେେ ୟୌନଭୋଗ ପାପ କରିବେ କିନ୍ତୁ ସନ୍ତାନ ଲାଭ କରିବେ ନାହିଁ। କାହିଁକି? କାରଣ ସମାନେେ ସଦାପ୍ରଭୁଙ୍କୁ ପରିତ୍ଯାଗ କରିଥିଲେ ଓ ଗଣିକା ପରି ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ଭୋଜନ କଲେ ହେଁ ତୃପ୍ତ ନୋହିବେ; ବ୍ୟଭିଚାର କଲେ ହେଁ ବହୁବଂଶ ନୋହିବେ; କାରଣ ସେମାନେ ସଦାପ୍ରଭୁଙ୍କ ପ୍ରତି ମନୋଯୋଗ ତ୍ୟାଗ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଯଦିଓ ଖାଇବେ କିନ୍ତୁ ସନ୍ତୁଷ୍ଟ ହେବେ ନାହିଁ। ସେମାନେ ଯୌନଭୋଗ ପାପ କରିବେ କିନ୍ତୁ ସନ୍ତାନ ଲାଭ କରିବେ ନାହିଁ। କାରଣ ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଥିଲେ ଓ ଗଣିକା ପରି ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ଭୋଜନ କଲେ ମଧ୍ୟ ତୃପ୍ତ ହେବେ ନାହିଁ; ବ୍ୟଭିଚାର କଲେ ମଧ୍ୟ ବହୁବଂଶ ହେବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ଭୋଜନ କଲେ ମଧ୍ୟ ତୃପ୍ତ ହେବେ ନାହିଁ; ବ୍ୟଭିଚାର କଲେ ମଧ୍ୟ ବହୁବଂଶ ହେବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି।