Hosea 4:11 — Compare Translations
5 translations compared side by side
Odia - 1840
"ୟୌନ ଭୋଗ ପାପ, ଅତ୍ଯଧିକ ଦ୍ରାକ୍ଷାରସ ପାନ ଗୋଟିଏ ବ୍ଯକ୍ତିର ସ୍ବାଧୀନ ଚିନ୍ତା କରିବାର ଧ୍ବଂସ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବ୍ୟଭିଚାର, ମଦ୍ୟ ଓ ନୂତନ ଦ୍ରାକ୍ଷାରସ ବୁଦ୍ଧି ହରଣ କରେ ।
Odia Bible ERV 2004 (ପବିତ୍ର ବାଇବଲ)
“ଯୌନ ଭୋଗ ପାପ, ଅତ୍ୟଧିକ ଦ୍ରାକ୍ଷାରସ ପାନ ଗୋଟିଏ ବ୍ୟକ୍ତିର ସ୍ୱାଧୀନ ଚିନ୍ତା କରିବାର ଧ୍ୱଂସ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବ୍ୟଭିଚାର, ମଦ୍ୟ ଓ ନୂତନ ଦ୍ରାକ୍ଷାରସ ବୁଦ୍ଧି ହରଣ କରେ।
Odia IRV 2017 (ଓଡିଆ ବାଇବେଲ)
ବ୍ୟଭିଚାର, ମଦ୍ୟ ଓ ନୂତନ ଦ୍ରାକ୍ଷାରସ ବୁଦ୍ଧି ହରଣ କରେ।