Hosea 4:12 — Compare Translations

5 translations compared side by side

Odia - 1840
"ଆମ୍ଭର ଲୋକମାନେ କାଠଖଣ୍ତିକୁ ଉପଦେଶ ଲାଗି ପଗ୍ଭରନ୍ତି। ସମାନେେ ଭାବନ୍ତି ସହେି କାଠଖଣ୍ତଗୁଡିକ ସମାନଙ୍କେୁ ଉତ୍ତର ଦବେ। କାରଣ, ସମାନେେ ଗଣିକାମାନଙ୍କପରି ମିଥ୍ଯାପ୍ରତିମାଙ୍କ ପଛ ରେ ଅନୁଧାବନ କରିଛନ୍ତି। ସମାନେେ ପରମେଶ୍ବରଙ୍କୁ ବଳିଦାନ କରିଥିଲେ ଓ ଗଣିକା ହାଇୟୋଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭର ଲୋକମାନେ ଆପଣା କାଷ୍ଠଖଣ୍ତର ନିକଟରେ ମନ୍ତ୍ରଣା ଚାହାନ୍ତି ଓ ସେମାନଙ୍କର ଯଷ୍ଟି ସେମାନଙ୍କ ପ୍ରତି (କଥା) ପ୍ରକାଶ କରେ; କାରଣ ବ୍ୟଭିଚାରର ଆତ୍ମା ସେମାନଙ୍କୁ ଭ୍ରାନ୍ତ କରିଅଛି, ପୁଣି ସେମାନେ ପରମେଶ୍ଵରଙ୍କ ଅଧୀନତାରୁ ଯାଇ ବ୍ୟଭିଚାର କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ଲୋକମାନେ କାଠଖଣ୍ତିକୁ ଉପଦେଶ ଲାଗି ପଗ୍ଭରନ୍ତି। ସେମାନେ ଭାବନ୍ତି ସେହି କାଠଖଣ୍ତଗୁଡ଼ିକ ସେମାନଙ୍କୁ ଉତ୍ତର ଦେବ। କାରଣ, ସେମାନେ ଗଣିକାମାନଙ୍କପରି ମିଥ୍ୟାପ୍ରତିମାର ପଛରେ ଅନୁଧାବନ କରିଛନ୍ତି। ସେମାନେ ପରମେଶ୍ୱରଙ୍କୁ ବଳିଦାନ କରିଥିଲେ ଓ ଗଣିକା ହୋଇଯାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭର ଲୋକମାନେ ଆପଣା କାଷ୍ଠଖଣ୍ଡର ନିକଟରେ ମନ୍ତ୍ରଣା ଚାହାନ୍ତି ଓ ସେମାନଙ୍କର ଯଷ୍ଟି ସେମାନଙ୍କ ପ୍ରତି (କଥା) ପ୍ରକାଶ କରେ; କାରଣ ବ୍ୟଭିଚାରର ଆତ୍ମା ସେମାନଙ୍କୁ ଭ୍ରାନ୍ତ କରିଅଛି, ପୁଣି ସେମାନେ ପରମେଶ୍ୱରଙ୍କ ଅଧୀନତାରୁ ଯାଇ ବ୍ୟଭିଚାର କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)