Hosea 4:13 — Compare Translations
5 translations compared side by side
Odia - 1840
"ସମାନେେ ପର୍ବତର ଅଗ୍ରଭାଗ ରେ ବଳି ଦିଅନ୍ତି ଓ ପାହାଡ ଉପ ରେ ଥିବା ଆଲୋନ, ଲିବ୍ନା ଓ ଏଲା ଗଛ ତଳେ ଧୂପ ଦିଅନ୍ତି। କାରଣ ସହେି ଗଛଗୁଡିକର ଛାଯା ତରୁଣ ଦଖାୟୋଏ। ତେଣୁ ତୁମ୍ଭର କନ୍ଯାମାନେ ଗଣିକା ପରି ସହେି ଗଛତଳେ ପଡି ରହନ୍ତି। ଏବଂ ତୁମ୍ଭର ବୋହୂମାନେ ୟୌନଭୋଗ ପାପ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ପର୍ବତମାନର ଶୃଙ୍ଗରେ ବଳିଦାନ କରନ୍ତି ଓ ଉପପର୍ବତଗଣର ଉପରେ ଅଲୋନ, ଲିବ୍ନି ଓ ଏଲା ବୃକ୍ଷ ତଳେ ଧୂପ ଜଳାନ୍ତି, କାରଣ ତହିଁର ଛାୟା ଉତ୍ତମ; ଏଥିପାଇଁ ତୁମ୍ଭର କନ୍ୟାଗଣ ବେଶ୍ୟାଚାର କରନ୍ତି ଓ ତୁମ୍ଭର ବଧୂଗଣ ବ୍ୟଭିଚାର କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପର୍ବତର ଅଗ୍ରଭାଗରେ ବଳି ଦିଅନ୍ତି ଓ ପାହାଡ଼ ଉପରେ ଥିବା ଅଲୋନ, ଲିବ୍ନା ଓ ଏଲା ଗଛ ତଳେ ଧୂପ ଦିଅନ୍ତି। କାରଣ ସେହି ଗଛଗୁଡ଼ିକର ଛାୟା ତରୁଣ ଦେଖାଯାଏ। ତେଣୁ ତୁମ୍ଭର କନ୍ୟାମାନେ ଗଣିକା ପରି ସେହି ଗଛତଳେ ପଡ଼ି ରହନ୍ତି। ଏବଂ ତୁମ୍ଭର ବୋହୂମାନେ ଯୌନଭୋଗ ପାପ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ପର୍ବତମାନର ଶୃଙ୍ଗରେ ବଳିଦାନ କରନ୍ତି ଓ ଉପପର୍ବତଗଣର ଉପରେ ଅଲୋନ, ଲିବ୍ନି ଓ ଏଲା ବୃକ୍ଷ ତଳେ ଧୂପ ଜଳାନ୍ତି, କାରଣ ତହିଁର ଛାୟା ଉତ୍ତମ; ଏଥିପାଇଁ ତୁମ୍ଭର କନ୍ୟାଗଣ ବେଶ୍ୟାଚାର କରନ୍ତି ଓ ତୁମ୍ଭର ବଧୂଗଣ ବ୍ୟଭିଚାର କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ପର୍ବତମାନର ଶୃଙ୍ଗରେ ବଳିଦାନ କରନ୍ତି ଓ ଉପପର୍ବତଗଣର ଉପରେ ଅଲୋନ, ଲିବ୍ନି ଓ ଏଲା ବୃକ୍ଷ ତଳେ ଧୂପ ଜଳାନ୍ତି, କାରଣ ତହିଁର ଛାୟା ଉତ୍ତମ; ଏଥିପାଇଁ ତୁମ୍ଭର କନ୍ୟାଗଣ ବେଶ୍ୟାଚାର କରନ୍ତି ଓ ତୁମ୍ଭର ବଧୂଗଣ ବ୍ୟଭିଚାର କରନ୍ତି।
Recommended Reading