Hosea 4:14 — Compare Translations
5 translations compared side by side
Odia - 1840
"ଆମ୍ଭେ ତୁମ୍ଭର ସହେି ଗଣିକା କନ୍ଯାମାନଙ୍କୁ କି ୟୌନ ଭୋଗୀ ପାପିଣୀ ବୋହୂମାନଙ୍କୁ ଦୋଷ ଦଇେ ପାରୁନାହୁଁ। ଲୋକମାନେ ୟାଇ ଗଣିକାମାନଙ୍କ ସହିତ ଶଯନ କରନ୍ତି। ସମାନେେ ସହେି ମନ୍ଦିରର ଗଣିକାମାନଙ୍କ ସହିତ ମନ୍ଦିର ରେ ବଳିଦାନ ଉତ୍ସର୍ଗ କରନ୍ତି। ତେଣୁ ସେ ନିର୍ବୋଧମାନେ ନିଜେ ନିଜକୁ ନଷ୍ଟ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର କନ୍ୟାଗଣ ବେଶ୍ୟାଚାର କଲା ବେଳେ ଓ ତୁମ୍ଭର ବଧୂଗଣ ବ୍ୟଭିଚାର କଲା ବେଳେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା ନାହିଁ; କାରଣ ସେମାନେ ଆପେ ବେଶ୍ୟାମାନଙ୍କ ସଙ୍ଗେ ନିର୍ଜନକୁ ଯାଆନ୍ତି ଓ ମାହାରୀମାନଙ୍କ ସଙ୍ଗେ ବଳିଦାନ କରନ୍ତି; ଯେଉଁ ଲୋକମାନେ ବୁଝନ୍ତି ନାହିଁ, ସେମାନେ ଉତ୍ପାଟିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭେ ତୁମ୍ଭର ସେହି ଗଣିକା କନ୍ୟାମାନଙ୍କୁ କି ଯୌନ ଭୋଗୀ ପାପିନୀ ବୋହୂମାନଙ୍କୁ ଦୋଷ ଦେଇ ପାରୁ ନାହୁଁ। ଲୋକମାନେ ଯାଇ ଗଣିକାମାନଙ୍କ ସହିତ ଶୟନ କରନ୍ତି। ସେମାନେ ସେହି ମନ୍ଦିରର ଗଣିକାମାନଙ୍କ ସହିତ ମନ୍ଦିରରେ ବଳିଦାନ ଉତ୍ସର୍ଗ କରନ୍ତି। ତେଣୁ ସେ ନିର୍ବୋଧମାନେ ନିଜେ ନିଜକୁ ନଷ୍ଟ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର କନ୍ୟାଗଣ ବେଶ୍ୟାଚାର କଲା ବେଳେ ଓ ତୁମ୍ଭର ବଧୂଗଣ ବ୍ୟଭିଚାର କଲା ବେଳେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା ନାହିଁ; କାରଣ ସେମାନେ ଆପେ ବେଶ୍ୟାମାନଙ୍କ ସଙ୍ଗେ ଦେବଗଣର ମନ୍ଦିରକୁ ଯାଆନ୍ତି ଓ ମାହାରୀମାନଙ୍କ ସଙ୍ଗେ ବଳିଦାନ କରନ୍ତି; ଯେଉଁ ଲୋକମାନେ ବୁଝନ୍ତି ନାହିଁ, ସେମାନେ ଉତ୍ପାଟିତ ହେବେ।
Odia IRV 2017 (ଓଡିଆ ବାଇବେଲ)