Hosea 4:15 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲ, ଯଦି ତୁମ୍ଭେ ନିହାତି ଗଣିକା ପରି କାର୍ୟ୍ଯ କର, ତୁମ୍ଭ ଅପରାଧ ପାଇଁ ଯିହୁଦାକୁ ଦୋଷୀ କର ନାହିଁ। ଗିଲ୍ଗଲ୍ କି ବୈଥ୍-ଆବନକୁ ୟାଅ ନାହିଁ। ସଦାପ୍ରଭୁଙ୍କ ନାମ ରେ ଶପଥ କରନାହିଁ। ' ଯେ ହତେୁ ସଦାପ୍ରଭୁ ବାସ କରନ୍ତି ଏପରି କୁହ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଇସ୍ରାଏଲ, ତୁମ୍ଭେ ଯଦ୍ୟପି ବେଶ୍ୟାବୃତ୍ତି କର, ତଥାପି ଯିହୁଦା ସେପରି ଦୋଷଗ୍ରସ୍ତ ନ ହେଉ; ଆଉ, ତୁମ୍ଭେମାନେ ଗିଲ୍ଗଲ୍ରେ ଉପସ୍ଥିତ ହୁଅ ନାହିଁ, କିଅବା ବୈଥ୍-ଆବନକୁ ଯାଅ ନାହିଁ; ଅଥବା ଜୀବିତ ସଦାପ୍ରଭୁ ବୋଲି ଶପଥ କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ଲଜ୍ଜାଜନକ ପାପ “ଇସ୍ରାଏଲ, ଯଦି ତୁମ୍ଭେ ନିହାତି ଗଣିକା ପରି କାର୍ଯ୍ୟ କର, ତୁମ୍ଭ ଅପରାଧ ପାଇଁ ଯିହୁଦାକୁ ଦୋଷୀ କର ନାହିଁ। ଗିଲ୍ଗଲ୍ କି ବୈଥ୍-ଆବନକୁ ଯାଅ ନାହିଁ। ସଦାପ୍ରଭୁଙ୍କ ନାମରେ ଶପଥ କର ନାହିଁ। ‘ଯେହେତୁ ସଦାପ୍ରଭୁ ବାସ କରନ୍ତି ଏପରି କୁହ ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଇସ୍ରାଏଲ, ତୁମ୍ଭେ ଯଦ୍ୟପି ବେଶ୍ୟାବୃତ୍ତି କର, ତଥାପି ଯିହୁଦା ସେପରି ଦୋଷଗ୍ରସ୍ତ ନ ହେଉ; ଆଉ, ତୁମ୍ଭେମାନେ ଗିଲ୍ଗଲ୍ରେ ଉପସ୍ଥିତ ହୁଅ ନାହିଁ, କିଅବା ବେଥ୍-ଆବନକୁ ଯାଅ ନାହିଁ; ଅଥବା ସେଠାରେ ଜୀବିତ ସଦାପ୍ରଭୁ ବୋଲି ଶପଥ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେ ଇସ୍ରାଏଲ, ତୁମ୍ଭେ ଯଦ୍ୟପି ବେଶ୍ୟାବୃତ୍ତି କର, ତଥାପି ଯିହୁଦା ସେପରି ଦୋଷଗ୍ରସ୍ତ ନ ହେଉ; ଆଉ, ତୁମ୍ଭେମାନେ ଗିଲ୍ଗଲ୍ରେ ଉପସ୍ଥିତ ହୁଅ ନାହିଁ, କିଅବା ବେଥ୍-ଆବନକୁ ଯାଅ ନାହିଁ; ଅଥବା ସେଠାରେ ଜୀବିତ ସଦାପ୍ରଭୁ ବୋଲି ଶପଥ କର ନାହିଁ।