Hosea 4:16 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲ ଏକ ଜିଦ୍ଖୋର ବାଛୁରୀ ତୁଲ୍ଯ ବିଦ୍ରୋହ କରେ। ତେଣୁ ସଦାପ୍ରଭୁ ତାକୁ ଖାେଲା ପଡିଆ ରେ ଥିବା ଗୋଟିଏ ମେଣ୍ତାଛୁଆ ପରି ଗ୍ଭରଣ ଭୂମିକୁ ନଇେ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସ୍ଵେଚ୍ଛାଚାରିଣୀ ଗାଭୀ ତୁଲ୍ୟ ଇସ୍ରାଏଲ ଆପେ ସ୍ଵେଚ୍ଛାଚାରୀ ହୋଇଅଛି; ଏବେ ସଦାପ୍ରଭୁ ସେମାନଙ୍କୁ ମେଷଶାବକ ପରି ପ୍ରଶସ୍ତ ସ୍ଥାନରେ ଚରାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ଏକ ଜି‌‌ଦ୍‌‌ଖୋର ବାଛୁରି ତୁଲ୍ୟ ବିଦ୍ରୋହ କରେ। ତେଣୁ ସଦାପ୍ରଭୁ ତାକୁ ଖୋଲା ପଡ଼ିଆରେ ଥିବା ଗୋଟିଏ ମେଣ୍ଢାଛୁଆ ପରି ଗ୍ଭରଣଭୂମିକୁ ନେଇ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସ୍ଵେଚ୍ଛାଚାରିଣୀ ଗାଭୀ ତୁଲ୍ୟ ଇସ୍ରାଏଲ ଆପେ ସ୍ଵେଚ୍ଛାଚାରୀ ହୋଇଅଛି; ଏବେ ସଦାପ୍ରଭୁ ସେମାନଙ୍କୁ ମେଷଶାବକ ପରି ପ୍ରଶସ୍ତ ସ୍ଥାନରେ ଚରାଇବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସ୍ଵେଚ୍ଛାଚାରିଣୀ ଗାଭୀ ତୁଲ୍ୟ ଇସ୍ରାଏଲ ଆପେ ସ୍ଵେଚ୍ଛାଚାରୀ ହୋଇଅଛି; ଏବେ ସଦାପ୍ରଭୁ ସେମାନଙ୍କୁ ମେଷଶାବକ ପରି ପ୍ରଶସ୍ତ ସ୍ଥାନରେ ଚରାଇବେ।