Hosea 4:17 — Compare Translations

5 translations compared side by side

Odia - 1840
"ଇଫ୍ରଯିମ ପ୍ରତିମା ପୂଜା ରେ ଯୋଗ ଦଇେଛନ୍ତି। ତେଣୁ ତାକୁ ଏକୁଟିଆ ପ୍ରଭୁ ଛାଡନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇଫ୍ରୟିମ ପ୍ରତିମାଗଣ ପ୍ରତି ଆସକ୍ତ ହୋଇଅଛି; ତାକୁ ଛାଡ଼ି ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
“ଇଫ୍ରୟିମ ପ୍ରତିମା ପୂଜାରେ ଯୋଗ ଦେଇଛନ୍ତି। ତେଣୁ ତାକୁ ଏକୁଟିଆ ପ୍ରଭୁ ଛାଡ଼ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇଫ୍ରୟିମ ପ୍ରତିମାଗଣ ପ୍ରତି ଆସକ୍ତ ହୋଇଅଛି; ତାକୁ ଛାଡ଼ିଦିଅ।
Odia IRV 2017 (ଓଡିଆ ବାଇବେଲ)
ଇଫ୍ରୟିମ ପ୍ରତିମାଗଣ ପ୍ରତି ଆସକ୍ତ ହୋଇଅଛି; ତାକୁ ଛାଡ଼ି ଦିଅ।