Hosea 4:18 — Compare Translations
5 translations compared side by side
Odia - 1840
"ମାତାଲ ହାଇଗେଲା ପ ରେ ସମାନେେ ବ୍ଯଭିଗ୍ଭରିଣୀ ପରି ବ୍ଯବହାର କରନ୍ତି। ସମାନେେ ଲାଞ୍ଚକୁ ଭଲ ପାଆନ୍ତି ଓ ଏହା ମାଗନ୍ତି। ସମାନଙ୍କେର ଶାସକଗଣ ସମାନଙ୍କେର ଲୋକମାନଙ୍କ ଉପରକୁ ଲଜ୍ଜା ଆଣନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ପେୟ ଦ୍ରବ୍ୟ ଅମ୍ଳ ହୋଇଅଛି; ସେମାନେ ଅବିରତ ବେଶ୍ୟାଗମନ କରନ୍ତି; ତାହାର ଶାସନକର୍ତ୍ତାମାନେ ଅପମାନକୁ ଅତିଶୟ ଭଲ ପାଆନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମାତାଲ ହୋଇଗଲା ପରେ ସେମାନେ ବ୍ୟଭିଗ୍ଭରିଣୀ ପରି ବ୍ୟବହାର କରନ୍ତି। ସେମାନେ ଲାଞ୍ଚକୁ ଭଲ ପାଆନ୍ତି ଓ ଏହା ମାଗନ୍ତି। ସେମାନଙ୍କର ଶାସକଗଣ ସେମାନଙ୍କର ଲୋକମାନଙ୍କ ଉପରକୁ ଲଜ୍ଜା ଆଣନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ପେୟଦ୍ରବ୍ୟ ଅମ୍ଳ ହୋଇଅଛି; ସେମାନେ ଅବିରତ ବେଶ୍ୟାଗମନ କରନ୍ତି; ତାହାର ଶାସନକର୍ତ୍ତାମାନେ ଅପମାନକୁ ଅତିଶୟ ଭଲ ପାଆନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ପେୟ ଦ୍ରବ୍ୟ ଅମ୍ଳ ହୋଇଅଛି; ସେମାନେ ଅବିରତ ବେଶ୍ୟାଗମନ କରନ୍ତି; ତାହାର ଶାସନକର୍ତ୍ତାମାନେ ଅପମାନକୁ ଅତିଶୟ ଭଲ ପାଆନ୍ତି।