Hosea 4:19 — Compare Translations
5 translations compared side by side
Odia - 1840
"ଘୂର୍ଣ୍ଣିବାଯୁ ଦ୍ବାରା ସମାନେେ ପତିତ ହାଇେଛନ୍ତି। ସମାନେେ ଆପଣା ମୂର୍ତ୍ତି ନିକଟରେ ବଳି କାରଣରୁ ଲଜ୍ଜିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାୟୁ ତାହାକୁ ଆପଣା ପକ୍ଷରେ ଆଚ୍ଛାଦନ କରିଅଛି ଓ ସେମାନେ ଆପଣାମାନଙ୍କର ବଳିଦାନ ସକାଶୁ ଲଜ୍ଜିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଘୂର୍ଣ୍ଣିବାୟୁ ଦ୍ୱାରା ସେମାନେ ପତିତ ହୋଇଛନ୍ତି। ସେମାନେ ଆପଣା ମୂର୍ତ୍ତି ନିକଟରେ ବଳି କାରଣରୁ ଲଜ୍ଜିତ ହେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାୟୁ ତାହାକୁ ଆପଣା ପକ୍ଷରେ ଆଚ୍ଛାଦନ କରିଅଛି ଓ ସେମାନେ ଆପଣାମାନଙ୍କର ବଳିଦାନ ସକାଶୁ ଲଜ୍ଜିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ବାୟୁ ତାହାକୁ ଆପଣା ପକ୍ଷରେ ଆଚ୍ଛାଦନ କରିଅଛି ଓ ସେମାନେ ଆପଣାମାନଙ୍କର ବଳିଦାନ ସକାଶୁ ଲଜ୍ଜିତ ହେବେ।