Hosea 4:2 — Compare Translations

5 translations compared side by side

Odia - 1840
"ଏହି ଲୋକମାନେ ଶପଥ, ମିଥ୍ଯା, ହତ୍ଯା ଓ ଗ୍ଭରେି କରନ୍ତି। ସମାନେେ ବ୍ଯଭିଗ୍ଭରିତାର ପାପ ଦ୍ବାରା ସନ୍ତାନ ଲାଭ କରନ୍ତି। ସମାନେେ ବାରମ୍ବାର ନରହତ୍ଯା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶପଥ, ବିଶ୍ଵାସଲଙ୍ଘନ, ବଧ, ଚୋରି ଓ ବ୍ୟଭିଚାର ବିନା ତହିଁ ମଧ୍ୟରେ ଆଉ କିଛି ନାହିଁ; ଲୋକମାନେ ବିଦ୍ରୋହୀ ହୋଇ ଉଠନ୍ତି ଓ ରକ୍ତପାତ ଉପରେ ରକ୍ତପାତ କରାଯାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଲୋକମାନେ ଶପଥ, ମିଥ୍ୟା, ହତ୍ୟା ଓ ଗ୍ଭେରି କରନ୍ତି। ସେମାନେ ବ୍ୟଭିଗ୍ଭରିତାର ପାପ ଦ୍ୱାରା ସନ୍ତାନ ଲାଭ କରନ୍ତି। ସେମାନେ ବାରମ୍ବାର ନରହତ୍ୟା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଭିଶାପ ଦେବା, ବିଶ୍ୱାସଲଙ୍ଘନ, ବଧ, ଚୋରି ଓ ବ୍ୟଭିଚାର ବିନା ସେଠାରେ ଆଉ କିଛି ନାହିଁ; ଲୋକମାନେ ବିଦ୍ରୋହୀ ହୋଇ ଉଠନ୍ତି ଓ ରକ୍ତପାତ ଉପରେ ରକ୍ତପାତ କରାଯାଏ।
Odia IRV 2017 (ଓଡିଆ ବାଇବେଲ)
ଅଭିଶାପ ଦେବା, ବିଶ୍ୱାସଲଙ୍ଘନ, ବଧ, ଚୋରି ଓ ବ୍ୟଭିଚାର ବିନା ସେଠାରେ ଆଉ କିଛି ନାହିଁ; ଲୋକମାନେ ବିଦ୍ରୋହୀ ହୋଇ ଉଠନ୍ତି ଓ ରକ୍ତପାତ ଉପରେ ରକ୍ତପାତ କରାଯାଏ।