Hosea 4:3 — Compare Translations
5 translations compared side by side
Odia - 1840
"ତେଣୁ ଦେଶଟି ବ୍ଯକ୍ତି ପରି ମୃତ୍ଯୁ ରେ କାନ୍ଦେ ଓ ତା'ର ଲୋକମାନେ ଦୁର୍ବଳ ହାଇପଡେନ୍ତି। ଏପରିକି ସ୍ଥଳଭାଗର ପ୍ରାଣୀ, ଆକାଶର ପକ୍ଷୀ ଓ ସାମୁଦ୍ରିକ ମତ୍ସ୍ଯ ମୃତ୍ଯୁବରଣ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ଦେଶ ବିଳାପ କରିବ ଓ ତହିଁର ନିବାସୀ ପ୍ରତ୍ୟେକ ଲୋକ, କ୍ଷେତ୍ରସ୍ଥ ପଶୁ ଓ ଆକାଶସ୍ଥ ପକ୍ଷୀଗଣ ସହିତ କ୍ଷୀଣ ହେବେ; ହଁ, ସମୁଦ୍ରର ମତ୍ସ୍ୟଗଣ ହିଁ ଦୂରୀକୃତ ହେବେ
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଦେଶଟି ବ୍ୟକ୍ତି ପରି ମୃତ୍ୟୁରେ କାନ୍ଦେ ଓ ତା’ର ଲୋକମାନେ ଦୁର୍ବଳ ହୋଇପଡ଼ନ୍ତି। ଏପରିକି ସ୍ଥଳଭାଗର ପ୍ରାଣୀ, ଆକାଶର ପକ୍ଷୀ ଓ ସାମୁଦ୍ରିକ ମତ୍ସ୍ୟ ମୃତ୍ୟୁବରଣ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ଦେଶ ବିଳାପ କରିବ ଓ ତହିଁର ନିବାସୀ ପ୍ରତ୍ୟେକ ଲୋକ, କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀଗଣ ସହିତ ଦୁର୍ବଳ ହେବେ; ହଁ, ସମୁଦ୍ରର ମତ୍ସ୍ୟଗଣ ମଧ୍ୟ ଦୂରୀକୃତ ହେବେ।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ଦେଶ ବିଳାପ କରିବ ଓ ତହିଁର ନିବାସୀ ପ୍ରତ୍ୟେକ ଲୋକ, କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀଗଣ ସହିତ ଦୁର୍ବଳ ହେବେ; ହଁ, ସମୁଦ୍ରର ମତ୍ସ୍ୟଗଣ ମଧ୍ୟ ଦୂରୀକୃତ ହେବେ।