Hosea 4:5 — Compare Translations

5 translations compared side by side

Odia - 1840
"ତୁମ୍ଭ ଯାଜକମାନଙ୍କର ଦିନ ରେ ସ୍ଖଳନ ଘଟିବ ଓ ରାତ୍ରି ରେ ଭବିଷ୍ଯତ୍ବକ୍ତାମାନଙ୍କର ମଧ୍ଯ ତୁମ୍ଭ ସହିତ ସ୍ଖଳନ ଘଟିବ ଏବଂ ଆମ୍ଭେ ତୁମ୍ଭମାନଙ୍କର ମାଆଙ୍କୁ ବିନାଶ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେ ଦିନବେଳେ ଝୁଣ୍ଟି ପଡ଼ିବ ଓ ଭବିଷ୍ୟଦ୍-ବକ୍ତା ହିଁ ରାତ୍ରିକାଳରେ ତୁମ୍ଭ ସଙ୍ଗେ ଝୁଣ୍ଟି ପଡ଼ିବ; ଆଉ, ଆମ୍ଭେ ତୁମ୍ଭର ମାତାକୁ ବିନାଶ କରିବା,
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ଯାଜକମାନଙ୍କର ଦିନରେ ସ୍ଖଳନ ଘଟିବ ଓ ରାତ୍ରିରେ ଭବିଷ୍ୟ‌ଦ୍‌ବକ୍ତାମାନଙ୍କର ମଧ୍ୟ ତୁମ୍ଭ ସହିତ ସ୍ଖଳନ ଘଟିବ ଏବଂ ଆମ୍ଭେ ତୁମ୍ଭମାନଙ୍କର ମାଙ୍କୁ ବିନାଶ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ଦିନ ବେଳେ ଝୁଣ୍ଟି ପଡ଼ିବ ଓ ଭବିଷ୍ୟଦ୍‍ବକ୍ତା ମଧ୍ୟ ରାତ୍ରିକାଳରେ ତୁମ୍ଭ ସଙ୍ଗେ ଝୁଣ୍ଟି ପଡ଼ିବ; ଆଉ, ଆମ୍ଭେ ତୁମ୍ଭର ମାତାକୁ ବିନାଶ କରିବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ଦିନବେଳେ ଝୁଣ୍ଟି ପଡ଼ିବ ଓ ଭବିଷ୍ୟଦ୍‍ବକ୍ତା ମଧ୍ୟ ରାତ୍ରିକାଳରେ ତୁମ୍ଭ ସଙ୍ଗେ ଝୁଣ୍ଟି ପଡ଼ିବ; ଆଉ, ଆମ୍ଭେ ତୁମ୍ଭର ମାତାକୁ ବିନାଶ କରିବା।