Hosea 4:6 — Compare Translations
5 translations compared side by side
Odia - 1840
"ଜ୍ଞାନ ଅଭାବ ୟୋଗୁ ଆମ୍ଭର ଲୋକମାନେ ବିନଷ୍ଟ ହୁଅନ୍ତି। କାରଣ ତୁମ୍ଭମାନେେ ଜ୍ଞାନରୁ ବିମୁଖ ହାଇେଛ। ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭ ପାଇଁ ଯାଜକ ହବୋକୁ ବାରଣ କରିବା। ତୁମ୍ଭମାନେେ ତୁମ୍ଭ ପରମେଶ୍ବରଙ୍କ ନିଯମକୁ ଭୁଲିୟାଇଛ, ତେଣୁ ଆମ୍ଭେ ତୁମ୍ଭ ପିଲାମାନଙ୍କୁ ଭୁଲିୟିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି; କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା, ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ; ତୁମ୍ଭେ ଆପଣା ପରମେଶ୍ଵରଙ୍କ ବ୍ୟବସ୍ଥା ପାସୋରିବାରୁ ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ପକାଇବା ।
Odia Bible ERV 2004 (ପବିତ୍ର ବାଇବଲ)
“ଜ୍ଞାନ ଅଭାବ ଯୋଗୁଁ ଆମ୍ଭର ଲୋକମାନେ ବିନଷ୍ଟ ହୁଅନ୍ତି। କାରଣ ତୁମ୍ଭେମାନେ ଜ୍ଞାନରୁ ବିମୁଖ ହୋଇଛ। ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭ ପାଇଁ ଯାଜକ ହେବାକୁ ବାରଣ କରିବା। ତୁମ୍ଭେମାନେ ତୁମ୍ଭ ପରମେଶ୍ୱରଙ୍କ ନିୟମକୁ ଭୁଲିଯାଇଛ, ତେଣୁ ଆମ୍ଭେ ତୁମ୍ଭ ପିଲାମାନଙ୍କୁ ଭୁଲିଯିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି; କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା, ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ; ତୁମ୍ଭେ ଆପଣା ପରମେଶ୍ୱରଙ୍କ ବ୍ୟବସ୍ଥା ପାସୋରିବାରୁ ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ଯିବା।
Odia IRV 2017 (ଓଡିଆ ବାଇବେଲ)