Hosea 4:7 — Compare Translations
5 translations compared side by side
Odia - 1840
"ସମାନଙ୍କେର ସଂଖ୍ଯା ଓ ଶକ୍ତି ଯେତେ ଯେତେ ବଢେ, ସମାନେେ େସତେ ଅଧିକ ଆମ୍ଭ ବିରୁଦ୍ଧ ରେ ପାପ କରନ୍ତି। ତେଣୁ ସମାନଙ୍କେର ଗୌରବକୁ ଆମ୍ଭେ ଲଜ୍ଜା ରେ ପରିଣତ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ବୃଦ୍ଧି ପାଇବା ପ୍ରମାଣେ ଆମ୍ଭ ବିରୁଦ୍ଧରେ ପାପ କଲେ; ଆମ୍ଭେ ସେମାନଙ୍କର ଗୌରବ ଅପମାନରେ ପରିଣତ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ସଂଖ୍ୟା ଓ ଶକ୍ତି ଯେତେ ଯେତେ ବଢ଼େ, ସେମାନେ ସେତେ ଅଧିକ ଆମ୍ଭ ବିରୁଦ୍ଧରେ ପାପ କରନ୍ତି। ତେଣୁ ସେମାନଙ୍କର ଗୌରବକୁ ଆମ୍ଭେ ଲଜ୍ଜାରେ ପରିଣତ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଯେତେ ଅଧିକ ବୃଦ୍ଧି ପାଇଲେ ସେତେ ଅଧିକ ଆମ୍ଭ ବିରୁଦ୍ଧରେ ପାପ କଲେ; ଆମ୍ଭେ ସେମାନଙ୍କର ଗୌରବ ଅପମାନରେ ପରିଣତ କରିବା।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଯେତେ ଅଧିକ ବୃଦ୍ଧି ପାଇଲେ ସେତେ ଅଧିକ ଆମ୍ଭ ବିରୁଦ୍ଧରେ ପାପ କଲେ; ଆମ୍ଭେ ସେମାନଙ୍କର ଗୌରବ ଅପମାନରେ ପରିଣତ କରିବା।