Hosea 4:8 — Compare Translations

5 translations compared side by side

Odia - 1840
"ଆମ୍ଭର ଲୋକମାନଙ୍କ ପାପଗୁଡିକରୁ ଯାଜକମାନେ ଲାଭବାନ ହୁଅନ୍ତି। ସମାନେେ ଲୋକମାନଙ୍କର ଦୁଷ୍ଟପଣିଆରୁ ଫାଇଦା ଉଠାଇବା ରେ ଲୋଭୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆମ୍ଭ ଲୋକମାନଙ୍କ ପାପରେ ପ୍ରତିପୋଷିତ ହୁଅନ୍ତି, ଆଉ ସେମାନଙ୍କ ଅଧର୍ମରେ ଆପଣା ଆପଣା ଅନ୍ତଃକରଣକୁ ଆସକ୍ତ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭର ଲୋକମାନଙ୍କ ପାପଗୁଡ଼ିକରୁ ଯାଜକମାନେ ଲାଭବାନ ହୁଅନ୍ତି। ସେମାନେ ଲୋକମାନଙ୍କର ଦୁଷ୍ଟପଣିଆରୁ ଫାଇଦା ଉଠାଇବାରେ ଲୋଭୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆମ୍ଭ ଲୋକମାନଙ୍କ ପାପରେ ପ୍ରତିପୋଷିତ ହୁଅନ୍ତି, ଆଉ ସେମାନଙ୍କ ଅଧର୍ମରେ ଆପଣା ଆପଣା ଅନ୍ତଃକରଣକୁ ଆସକ୍ତ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆମ୍ଭ ଲୋକମାନଙ୍କ ପାପରେ ପ୍ରତିପୋଷିତ ହୁଅନ୍ତି, ଆଉ ସେମାନଙ୍କ ଅଧର୍ମରେ ଆପଣା ଆପଣା ଅନ୍ତଃକରଣକୁ ଆସକ୍ତ କରନ୍ତି।