Hosea 4:9 — Compare Translations

5 translations compared side by side

Odia - 1840
"ତେଣୁ ଯାଜକମାନେ ଜୀବନ ଶୈଳୀ ରେ ସହେି ଲୋକମାନଙ୍କ ପରି ହେଲେ। ଆମ୍ଭେ ସମାନଙ୍କେୁ ଦଣ୍ତ ଦବୋ। ସମାନଙ୍କେର ମନ୍ଦକାର୍ୟ୍ଯ ଲାଗି ଆମ୍ଭେ ସମାନଙ୍କେୁ ଫଳ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଯଥା ଲୋକ ତଥା ଯାଜକ ହେବେ; ପୁଣି, ଆମ୍ଭେ ସେମାନଙ୍କ ଆଚରଣ ଅନୁଯାୟୀ ସେମାନଙ୍କୁ ଦଣ୍ତ ଦେବା ଓ ସେମାନଙ୍କ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯାଜକମାନେ ଜୀବନ ଶୈଳୀରେ ସେହି ଲୋକମାନଙ୍କ ପରି ହେଲେ। ଆମ୍ଭେ ସେମାନଙ୍କୁ ଦଣ୍ତ ଦେବା। ସେମାନଙ୍କର ମନ୍ଦକାର୍ଯ୍ୟ ଲାଗି ଆମ୍ଭେ ସେମାନଙ୍କୁ ଫଳ ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଯେପରି ଲୋକମାନଙ୍କ ଉପରେ ସେହିପରି ଯାଜକମାନଙ୍କ ଉପରେ ବର୍ତ୍ତିବ; ପୁଣି, ଆମ୍ଭେ ସେମାନଙ୍କ ଆଚରଣ ଅନୁଯାୟୀ ସେମାନଙ୍କୁ ଦଣ୍ଡ ଦେବା ଓ ସେମାନଙ୍କ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଯେପରି ଲୋକମାନଙ୍କ ଉପରେ ସେହିପରି ଯାଜକମାନଙ୍କ ଉପରେ ବର୍ତ୍ତିବ; ପୁଣି, ଆମ୍ଭେ ସେମାନଙ୍କ ଆଚରଣ ଅନୁଯାୟୀ ସେମାନଙ୍କୁ ଦଣ୍ଡ ଦେବା ଓ ସେମାନଙ୍କ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।