Hosea 5:1 — Compare Translations
5 translations compared side by side
Odia - 1840
"ପୁରୋହିତଗଣ, ଇଶ୍ରାୟେଲ ଅଧିବାସୀଗଣ ଓ ରାଜପରିବାରର ଲୋକମାନେ ମାେ କଥା ଶୁଣ। ତୁମ୍ଭମାନେେ ଦୋଷୀ ବୋଲି ବିଗ୍ଭରିତ ହାଇେଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଯାଜକଗଣ, ଏହା ଶୁଣ, ହେ ଇସ୍ରାଏଲ ବଂଶ, ମନୋଯୋଗ କର, ହେ ରାଜବଂଶ, କର୍ଣ୍ଣପାତ କର, କାରଣ ବିଚାର ତୁମ୍ଭମାନଙ୍କ ସମ୍ଵନ୍ଧୀୟ; ତୁମ୍ଭେମାନେ ମିସ୍ପାରେ ଫାନ୍ଦ ସ୍ଵରୂପ ଓ ତାବୋରରେ ପ୍ରସାରିତ ଜାଲ ସ୍ଵରୂପ ହୋଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ନେତାମାନେ ଇସ୍ରାଏଲ ଓ ଯିହୁଦାର ପାପର କାରଣ ହୁଅନ୍ତି “ପୁରୋହୀତଗଣ, ଇସ୍ରାଏଲ ଅଧିବାସୀଗଣ ଓ ରାଜପରିବାରର ଲୋକମାନେ ମୋ’ କଥା ଶୁଣ। ତୁମ୍ଭେମାନେ ଦୋଷୀ ବୋଲି ବିଗ୍ଭରିତ ହୋଇଛ। “ତୁମ୍ଭେମାନେ ମିସ୍ପା ପର୍ବତର ଯନ୍ତା ଓ ତାବୋର ପର୍ବତର ପାଦଦେଶରେ ବିଛାଯାଇଥିବା ଜାଲ ସଦୃଶ ଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଯାଜକଗଣ, ଏହା ଶୁଣ, ହେ ଇସ୍ରାଏଲ ବଂଶ, ମନୋଯୋଗ କର, ହେ ରାଜବଂଶ, କର୍ଣ୍ଣପାତ କର, କାରଣ ବିଚାର ତୁମ୍ଭମାନଙ୍କ ସମ୍ବନ୍ଧୀୟ; ତୁମ୍ଭେମାନେ ମିସ୍ପାରେ ଫାନ୍ଦ ସ୍ୱରୂପ ଓ ତାବୋରରେ ପ୍ରସାରିତ ଜାଲ ସ୍ୱରୂପ ହୋଇଅଛ।
Odia IRV 2017 (ଓଡିଆ ବାଇବେଲ)
ହେ ଯାଜକଗଣ, ଏହା ଶୁଣ, ହେ ଇସ୍ରାଏଲ ବଂଶ, ମନୋଯୋଗ କର, ହେ ରାଜବଂଶ, କର୍ଣ୍ଣପାତ କର, କାରଣ ବିଚାର ତୁମ୍ଭମାନଙ୍କ ସମ୍ବନ୍ଧୀୟ; ତୁମ୍ଭେମାନେ ମିସ୍ପାରେ ଫାନ୍ଦ ସ୍ୱରୂପ ଓ ତାବୋରରେ ପ୍ରସାରିତ ଜାଲ ସ୍ୱରୂପ ହୋଇଅଛ।