Hosea 5:10 — Compare Translations
5 translations compared side by side
Odia - 1840
"ଯିହୁଦାର ନତେୃବୃନ୍ଦ ଗ୍ଭରପରେି ଅନ୍ୟମାନଙ୍କର ସମ୍ପତ୍ତି ଗ୍ଭରେି କରିବାକୁ ଚେଷ୍ଟା କରୁଛନ୍ତି। ତେଣୁ ଆମ୍ଭେ ସମାନଙ୍କେ ଉପ ରେ ଆମ୍ଭର କୋରଧକୁ ଜଳ ସଦୃଶ ଢାଳି ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ସୀମାର ଚିହ୍ନ ଘୁଞ୍ଚାନ୍ତି, ଯିହୁଦାର ଅଧିପତିଗଣ ସେମାନଙ୍କ ତୁଲ୍ୟ ହୋଇଅଛନ୍ତି; ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ଜଳ ପରି ଢାଳିବା ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ନେତୃବୃନ୍ଦ ଗ୍ଭେରପରି ଅନ୍ୟମାନଙ୍କର ସମ୍ପତ୍ତି ଗ୍ଭେରି କରିବାକୁ ଚେଷ୍ଟା କରୁଛନ୍ତି। ତେଣୁ ଆମ୍ଭେ ସେମାନଙ୍କ ଉପରେ ଆମ୍ଭର କ୍ରୋଧକୁ ଜଳ ସଦୃଶ ଢାଳି ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ସୀମାର ଚିହ୍ନ ଘୁଞ୍ଚାନ୍ତି, ଯିହୁଦାର ଅଧିପତିଗଣ ସେମାନଙ୍କ ତୁଲ୍ୟ ହୋଇଅଛନ୍ତି; ଆମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଜଳ ପରି ଢାଳିବା।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ସୀମାର ଚିହ୍ନ ଘୁଞ୍ଚାନ୍ତି, ଯିହୁଦାର ଅଧିପତିଗଣ ସେମାନଙ୍କ ତୁଲ୍ୟ ହୋଇଅଛନ୍ତି; ଆମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଜଳ ପରି ଢାଳିବା।