Hosea 5:11 — Compare Translations
5 translations compared side by side
Odia - 1840
"ଇଫ୍ରଯିମ ଦଣ୍ତିତ ହବେ। ସେ ଦ୍ରାକ୍ଷାଫଳ ପରି ଦଳି ଚକଟି ହାଇଯେିବ। କାହିଁକି? କାରଣ ସେ କଳୁଷିତ ପଛ ରେ ଅନୁସରଣ କରିବାକୁ ସ୍ଥିର କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇଫ୍ରୟିମ ସନ୍ତୁଷ୍ଟ ହୋଇ ଆଜ୍ଞାନୁସାରେ ଚାଲିଥିବାରୁ ସେ ଉପଦ୍ରୁତ ଓ ବିଚାରରେ କ୍ଳିଷ୍ଟ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଇଫ୍ରୟିମ ଦଣ୍ତିତ ହେବ। ସେ ଦ୍ରାକ୍ଷାଫଳ ପରି ଦଳି ଚକଟି ହୋଇଯିବ। କାରଣ ସେ କଳୁଷିତ ପଛରେ ଅନୁସରଣ କରିବାକୁ ସ୍ଥିର କରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇଫ୍ରୟିମ ସନ୍ତୁଷ୍ଟ ହୋଇ ମନୁଷ୍ୟର ଆଜ୍ଞାନୁସାରେ ଚାଲିଥିବାରୁ ସେ ଉପଦ୍ରବଗ୍ରସ୍ତ ହୋଇଅଛି ଓ ବିଚାରରେ କଷ୍ଟ ପାଇଅଛି।
Odia IRV 2017 (ଓଡିଆ ବାଇବେଲ)
ଇଫ୍ରୟିମ ସନ୍ତୁଷ୍ଟ ହୋଇ ମନୁଷ୍ୟର ଆଜ୍ଞାନୁସାରେ ଚାଲିଥିବାରୁ ସେ ଉପଦ୍ରବଗ୍ରସ୍ତ ହୋଇଅଛି ଓ ବିଚାରରେ କଷ୍ଟ ପାଇଅଛି।